Biblia Todo Logo
Bib sou entènèt

- Piblisite -




ହିତୋପଦେଶ 8:6 - ପବିତ୍ର ବାଇବଲ

6 ଶୁଣ, କାରଣ ମୁଁ ତୁମ୍ଭକୁ ଉତ୍କୃଷ୍ଟ ବିଷୟ କହିବି। ଏବଂ ମୁଁ ତୁମ୍ଭମାନଙ୍କୁ ଉଚିତ୍ କଥା କହିବି। ଯାହା ମୋ’ ପାଟିରୁ ବାହାରିବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

6 ଶୁଣ, ଯେହେତୁ ମୁଁ ଉତ୍କୃଷ୍ଟ ବିଷୟ କହିବି; ମୁଁ ଓଷ୍ଠାଧର ଫିଟାଇ ଯଥାର୍ଥ କଥା କହିବି।

Gade chapit la Kopi

ଓଡିଆ ବାଇବେଲ

6 ଶୁଣ, ଯେହେତୁ ମୁଁ ଉତ୍କୃଷ୍ଟ ବିଷୟ କହିବି; ମୁଁ ଓଷ୍ଠାଧର ଫିଟାଇ ଯଥାର୍ଥ କଥା କହିବି।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ଶୁଣ, ଯେହେତୁ ମୁଁ ଉତ୍କୃଷ୍ଟ ବିଷୟ କହିବି; ମୁଁ ଓଷ୍ଠାଧର ଫିଟାଇ ଯଥାର୍ଥ କଥା କହିବି।

Gade chapit la Kopi




ହିତୋପଦେଶ 8:6
13 Referans Kwoze  

ସୃଷ୍ଟିର ଆରମ୍ଭରୁ ଏହି ଗୁପ୍ତ ସତ୍ୟଟି ସମସ୍ତ ଲୋକମାନଙ୍କ ପାଇଁ ଗୋପନୀୟ ଥିଲା। କିନ୍ତୁ ଏବେ ସେହି ଗୁପ୍ତ ସତ୍ୟ ପରମେଶ୍ୱରଙ୍କ ପବିତ୍ର ଲୋକମାନଙ୍କୁ ଜଣାଇ ଦିଆଗଲା।


ତୁମ୍ଭେ ଯଥାର୍ଥ କଥା କହିଲେ ମୋର ହୃଦୟ ଆନନ୍ଦିତ ହେବ।


କାରଣ ମୁଁ ତୁମ୍ଭକୁ ଉତ୍ତମ ଶିକ୍ଷା ଦେଉଅଛି। ତେଣୁ ମୋର ଆଦେଶ ପରିତ୍ୟାଗ କର ନାହିଁ।


ପରମେଶ୍ୱର ଭବିଷ୍ୟ‌‌‌‌‌‌‌ଦ୍‌‌ବକ୍ତାଙ୍କ ମାଧ୍ୟମରେ ଯାହା କହିଥିଲେ, ତାହା ପୂର୍ଣ୍ଣ ହେବା ପାଇଁ ଏହା ହେଉଥିଲା। ପରମେଶ୍ୱର କହିଥିଲେ: “ମୁଁ କାହାଣୀ ଦ୍ୱାରା କଥା କହିବି। ସୃଷ୍ଟିର ଆଦି କାଳରୁ ଯେଉଁସବୁ କଥା ଗୋପନୀୟ ହୋଇ ରହିଛି, ସେଗୁଡ଼ିକ ମୁଁ ପ୍ରକାଶ କରିବି।”


ମୁଁ ତୁମ୍ଭକୁ ଅତି ଜ୍ଞାନଗର୍ଭକ ଓ ବୁଦ୍ଧିମାନର କଥା କହିବି।


Swiv nou:

Piblisite


Piblisite