ହିତୋପଦେଶ 9:1 - ପବିତ୍ର ବାଇବଲ1 ଜ୍ଞାନ ତା'ର ଗୃହ ନିର୍ମାଣ କରିଅଛି। ସେ ତା'ର ସପ୍ତସ୍ତମ୍ଭ ନିର୍ମାଣ କରିଅଛି। Gade chapit laପବିତ୍ର ବାଇବଲ (Re-edited) - (BSI)1 ଜ୍ଞାନ ଆପଣା ଗୃହ ନିର୍ମାଣ କରିଅଛି, ସେ ତାହାର ସପ୍ତସ୍ତମ୍ଭ ଖୋଳିଅଛି; Gade chapit laଓଡିଆ ବାଇବେଲ1 ଜ୍ଞାନ ଆପଣା ଗୃହ ନିର୍ମାଣ କରିଅଛି, ସେ ତାହାର ସପ୍ତସ୍ତମ୍ଭ ଖୋଳିଅଛି; Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ଜ୍ଞାନ ଆପଣା ଗୃହ ନିର୍ମାଣ କରିଅଛି, ସେ ତାହାର ସପ୍ତସ୍ତମ୍ଭ ଖୋଳିଅଛି; Gade chapit la |
ଯେ ବିଜୟୀ ହୁଏ, ତାହାକୁ ମୁଁ ମୋର ପରମେଶ୍ୱରଙ୍କ ମନ୍ଦିରରେ ଗୋଟିଏ ସ୍ତମ୍ଭ ସ୍ୱରୂପ ରଖିବି। ସେ କଦାପି ସେଠାରୁ ସ୍ଥାନଚ୍ୟୁତ ହେବ ନାହିଁ। ମୁଁ ସେହି ଲୋକ ଉପରେ ପରମେଶ୍ୱରଙ୍କ ନାମ ଲେଖିବି। ମୋ’ ପରମେଶ୍ୱରଙ୍କର ନଗରର ନାମ ମଧ୍ୟ ମୁଁ ତା’ ଉପରେ ଲେଖିବି। ଏହି ନଗରର ନାମ “ନୂତନ ଯିରୁଶାଲମ”। ସେହି ନଗର ମୋହର ପରମେଶ୍ୱରଙ୍କଠାରୁ ସ୍ୱର୍ଗରୁ ଆସୁଅଛି। ମୁଁ ମୋର ନୂତନ ନାମ ମଧ୍ୟ ସେହି ଲୋକ ଉପରେ ଲେଖିବି।
ଯାକୁବ, ପିତର ଓ ଯୋହନ ନେତା ରୂପେ ପରିଗଣିତ ହେଉଥିଲେ। ସେମାନେ ଦେଖିଲେ ଯେ, ପରମେଶ୍ୱର ମୋତେ ଏହି ବିଶେଷ ଅନୁଗ୍ରହ ପ୍ରଦାନ କରିଛନ୍ତି। ସେଥିପାଇଁ ସେମାନେ ବର୍ଣ୍ଣବ୍ବା ଓ ମୋତେ ତାହାଙ୍କର ସହଭାଗୀତାର ଦକ୍ଷିଣହସ୍ତ ପ୍ରଦାନ କଲେ। ଯାକୁବ, ପିତର ଓ ଯୋହନ କହିଲେ, “ପାଉଲ ଓ ବର୍ଣ୍ଣବ୍ବା, ତୁମ୍ଭେମାନେ ଅଣଯିହୂଦୀମାନଙ୍କ ପାଖକୁ ଯିବା କଥାରେ ଆମ୍ଭେମାନେ ରାଜି ଅଛୁ। ମାତ୍ର ଆମ୍ଭେମାନେ ଯିହୂଦୀମାନଙ୍କ ପାଖକୁ ଯିବୁ।”