Biblia Todo Logo
Bib sou entènèt

- Piblisite -




ହିତୋପଦେଶ 9:2 - ପବିତ୍ର ବାଇବଲ

2 ଜ୍ଞାନ ମାଂସ ରାନ୍ଧିଅଛି ଏବଂ ଦ୍ରାକ୍ଷାରସ ପ୍ରସ୍ତୁତ କରିଅଛି। ସେ ଆପଣା ମେଜରେ ଖାଦ୍ୟ ସଜାଇ ଅଛି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

2 ସେ ଆପଣା ପଶୁସବୁ ବଧ କରିଅଛି; ସେ ଆପଣା ଦ୍ରାକ୍ଷାରସ ମିଶ୍ରିତ କରିଅଛି; ସେ ଆପଣା ମେଜ ମଧ୍ୟ ସଜାଇଅଛି।

Gade chapit la Kopi

ଓଡିଆ ବାଇବେଲ

2 ସେ ଆପଣା ପଶୁସବୁ ବଧ କରିଅଛି; ସେ ଆପଣା ଦ୍ରାକ୍ଷାରସ ମିଶ୍ରିତ କରିଅଛି; ସେ ଆପଣା ମେଜ ମଧ୍ୟ ସଜାଇଅଛି।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ସେ ଆପଣା ପଶୁସବୁ ବଧ କରିଅଛି; ସେ ଆପଣା ଦ୍ରାକ୍ଷାରସ ମିଶ୍ରିତ କରିଅଛି; ସେ ଆପଣା ମେଜ ମଧ୍ୟ ସଜାଇଅଛି।

Gade chapit la Kopi




ହିତୋପଦେଶ 9:2
8 Referans Kwoze  

ସେତେବେଳେ ସର୍ବଶକ୍ତିମାନ ସଦାପ୍ରଭୁ ପର୍ବତ ଉପରେ ତାଙ୍କ ଲୋକମାନଙ୍କ ପାଇଁ ଉତ୍ତମ ଖାଦ୍ୟର ଏକ ଭୋଜି ଦେବେ। ସେହି ଭୋଜିରେ ଉତ୍ତମ ଖାଦ୍ୟର ବିଭିନ୍ନ ପ୍ରକାର, ପାନୀୟ ଦ୍ରାକ୍ଷାରସ କୋମଳ ସ୍ୱାଦଯୁକ୍ତ ମାଂସ ଏବଂ ଅନ୍ୟାନ୍ୟ ସ୍ୱତନ୍ତ୍ର ଦ୍ରବ୍ୟ।


“ଆସ ମୋର ଖାଦ୍ୟକୁ ଭକ୍ଷ୍ୟଣ କର ଏବଂ ମୋରଦ୍ରାକ୍ଷାରସ ପାନ କର।


ମୁଁ ତୁମ୍ଭକୁ ପଥ କଢ଼ାଇ ଆପଣା ମାତାଙ୍କ ଗୃହକୁ ନେଇଯା’ନ୍ତି। ସେ ମୋତେ ଶିକ୍ଷା ଦିଅନ୍ତେ। ମୁଁ ତୁମ୍ଭକୁ ସୁଗନ୍ଧି ମିଶ୍ରିତ ଦ୍ରାକ୍ଷାରସ, ମୋହର ଡାଳିମ୍ବ ରସ ପାନ କରାନ୍ତି।


ଯୋଷେଫ ସେମାନଙ୍କ ସହିତ ବିନ୍ୟାମୀନକୁ ଦେଖିଲେ। ଯୋଷେଫ ତାଙ୍କର ଦାସକୁ ନିର୍ଦ୍ଦେଶ ଦେଲେ, “ସେହି ଲୋକମାନଙ୍କୁ ମୋର ଗୃହକୁ ପାଛୋଟି ଆଣ। ଏବଂ ଏକ ପଶୁମାରି ତାହାକୁ ରାନ୍ଧ। ସେହି ଲୋକମାନେ ଆଜି ମୋ’ ସହିତ ମଧ୍ୟାହ୍ନ ଭୋଜନ କରିବେ।”


Swiv nou:

Piblisite


Piblisite