Biblia Todo Logo
Bib sou entènèt

- Piblisite -




ଗୀତସଂହିତା 10:10 - ପବିତ୍ର ବାଇବଲ

10 ବାରମ୍ବାର ସେହି ଦୁଷ୍ଟ ଲୋକମାନେ ନିରୀହ ଲୋକମାନଙ୍କର କ୍ଷତି କରନ୍ତି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

10 ସେ ଛକି ବସେ, ସେ ନଇଁ ପଡ଼େ, ତହୁଁ ଅସହାୟ ଲୋକେ ତାହାର ବଳିଷ୍ଠମାନଙ୍କ ଦ୍ଵାରା ପତିତ ହୁଅନ୍ତି।

Gade chapit la Kopi

ଓଡିଆ ବାଇବେଲ

10 ସେ ଛକି ବସେ, ସେ ନଇଁ ପଡ଼େ, ତହୁଁ ଅସହାୟ ଲୋକେ ତାହାର ବଳିଷ୍ଠମାନଙ୍କ ଦ୍ୱାରା ପତିତ ହୁଅନ୍ତି।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ସେ ଛକି ବସେ, ସେ ନଇଁ ପଡ଼େ, ତହୁଁ ଅସହାୟ ଲୋକେ ତାହାର ବଳିଷ୍ଠମାନଙ୍କ ଦ୍ୱାରା ପତିତ ହୁଅନ୍ତି।

Gade chapit la Kopi




ଗୀତସଂହିତା 10:10
4 Referans Kwoze  

ଯଦି କେହି ତାକୁ ପ୍ରଣାମ କରିବାକୁ ଆସେ ତେବେ ସେ ତାକୁ ଧରି ଚୁମ୍ବନ କରୁଥିଲେ।


ଆଉ ତୁମ୍ଭର ଅବଶିଷ୍ଟ ବଂଶଧରଗଣ ଯାଜକ ନିକଟରେ ଆସି ତାଙ୍କୁ ଜବାବ କରିବେ, “ଦୟାକରି ମୋତେ ଯାଜକ ଭାବରେ କିଛି କାମ ଦିଅନ୍ତୁ, ଯାହା ଫଳରେ ମୁଁ କିଛି ଖାଦ୍ୟ ଓ କିଛି ଟଙ୍କା ରୋଜଗାର କରି ପାରିବି।”’”


Swiv nou:

Piblisite


Piblisite