Biblia Todo Logo
Bib sou entènèt

- Piblisite -




ଗୀତସଂହିତା 10:12 - ପବିତ୍ର ବାଇବଲ

12 ହେ ସଦାପ୍ରଭୁ, ତୁମ୍ଭେ ଜାଗ୍ରତ ହୁଅ, ଏବଂ ଆମ୍ଭମାନଙ୍କ ପାଇଁ କିଛି କର। ହେ ପରମେଶ୍ୱର, ସେହି ଦୁଷ୍ଟମାନଙ୍କୁ ଦଣ୍ଡ ଦିଅ! ଗରିବ ଲୋକମାନଙ୍କୁ ଭୁଲି ଯାଅ ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

12 ହେ ସଦାପ୍ରଭୋ, ଉଠ; ହେ ପରମେଶ୍ଵର, ଆପଣା ହସ୍ତ ଉଠାଅ; ଦୁଃଖୀମାନଙ୍କୁ ପାସୋର ନାହିଁ।

Gade chapit la Kopi

ଓଡିଆ ବାଇବେଲ

12 ହେ ସଦାପ୍ରଭୁ, ଉଠ; ହେ ପରମେଶ୍ୱର, ଆପଣା ହସ୍ତ ଉଠାଅ; ଦୁଃଖୀମାନଙ୍କୁ ପାସୋର ନାହିଁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ହେ ସଦାପ୍ରଭୋ, ଉଠ; ହେ ପରମେଶ୍ୱର, ଆପଣା ହସ୍ତ ଉଠାଅ; ଦୁଃଖୀମାନଙ୍କୁ ପାସୋର ନାହିଁ।

Gade chapit la Kopi




ଗୀତସଂହିତା 10:12
15 Referans Kwoze  

ତୁମ୍ଭେ ତୁମ୍ଭର ଶତ୍ରୁଗଣ ଉପରେ ହସ୍ତ ଉତ୍ତୋଳନ କରିବ ଓ ସେମାନଙ୍କୁ ଧ୍ୱଂସ କରିବ।


ସଦାପ୍ରଭୁ ତାଙ୍କ ନିକଟକୁ ସାହାଯ୍ୟ ପାଇଁ ଯାଇଥିବା ଲୋକମାନଙ୍କୁ ମନେ ରଖନ୍ତି। ସେହି ଗରିବ ଲୋକମାନେ ସାହାଯ୍ୟ ପାଇଁ ଆକୁଳ ନିବେଦନ କରନ୍ତି ଓ ସଦାପ୍ରଭୁ ସେମାନଙ୍କ କଥା ଭୁଲି ପାରନ୍ତି ନାହିଁ।


ସଦାପ୍ରଭୁ କୁହନ୍ତି, “ଆମ୍ଭେ ଏବେ ଉଠିବା, ଆମ୍ଭେ ଏବେ ଆପଣାକୁ ଉଠାଇବା, ଆମ୍ଭେ ଏବେ ଉନ୍ନତ ହେବା।


ମାତ୍ର ହେ ସଦପ୍ରଭୁ! ସେମାନଙ୍କୁ ଦଣ୍ଡ ଦେବାକୁ ତୁମ୍ଭର ହସ୍ତ ଉ‌‌‌ତ୍‌‌‌ଥିତ ହେବ, ତଥାପି ସେମାନେ ତାହା ଦେଖିବେ ନାହିଁ। ମାତ୍ର ଲୋକମାନଙ୍କ ପକ୍ଷରେ ତୁମ୍ଭର ଅତିଶୟ ପ୍ରେମକୁ ଦେଖି ସେମାନେ ଲଜ୍ଜିତ ହେବେ ଓ ତୁମ୍ଭର ଶତ୍ରୁଗଣ ଅଗ୍ନିରେ ଦ‌ଗ୍‌ଧିଭୂତ ହେବେ।


ତୁମ୍ଭେ ହେଉଛ ସାରା ପୃଥିବୀର ବିଗ୍ଭରକର୍ତ୍ତା। ଜାଗି ଉଠ ଏବଂ ଅହଙ୍କାରୀ ଲୋକମାନଙ୍କୁ ତାଙ୍କର କର୍ମାନୁସାରେ ଫଳ ଦିଅ, ଯାହା ସେମାନେ ଗ୍ଭହାନ୍ତି।


ପରମେଶ୍ୱର ତୁମ୍ଭର ଅ‌ଦ୍‌ଭୂତ କରୁଣା ଦେଖାଅ ଏବଂ ଯେଉଁମାନେ ତୁମ୍ଭଠାରେ ନିର୍ଭର କରନ୍ତି ସେମାନଙ୍କୁ ଉଦ୍ଧାର କର। ସେମାନଙ୍କର ପ୍ରତିପକ୍ଷମାନଙ୍କୁ ପରାସ୍ତ କରିବା ପାଇଁ, ତୁମ୍ଭେ ତୁମ୍ଭର ମହାନ ଶକ୍ତି ବ୍ୟବହାର କର। ତେଣୁ ଏହି ପ୍ରାର୍ଥନାଟିକୁ ଗ୍ରହଣ କର। ଏହା ଜଣକର ପ୍ରାର୍ଥନା ଯିଏ ତୁମ୍ଭଠାରେ ଆଶ୍ରୟ ନେଇଛି ଏବଂ ଯିଏ ତୁମ୍ଭର ଅନୁସରଣକାରୀ ଅଟେ।


ପରମେଶ୍ୱର କ’ଣ କୃପା କରିବାକୁ ପାସୋରି ଅଛନ୍ତି? ତାଙ୍କର ଦୟା କ’ଣ କ୍ରୋଧରେ ପରିଣତ ହୋଇଅଛି?” ସେଲା


ହେ ସଦାପ୍ରଭୁ, କେତେଦିନ ମୋତେ ଭୁଲି ଯିବ? ସତରେ କ’ଣ ତୁମେ ମୋତେ ସବୁଦିନ ପାଇଁ ଭୁଲି ପାରିବ? କେତେଦିନ ପର୍ଯ୍ୟନ୍ତ ଗ୍ରହଣ କରିବାକୁ ମନା କରବ?


ହେ ସଦାପ୍ରଭୁ, ତୁମ୍ଭେ ଜାଗ୍ରତ ହୁଅ। ସେହି ଜାତିମାନଙ୍କୁ ନ୍ୟାୟ ପ୍ରଦାନ କର। ଲୋକମାନଙ୍କୁ ଭାବିବାକୁ ସୁଯୋଗ ଦିଅ ନାହିଁ ଯେ, ସେମାନେ ଶକ୍ତିଶାଳୀ ଅଟନ୍ତି।


ହେ ସଦାପ୍ରଭୁ, ତୁମ୍ଭେ ଜାଗ୍ରତ ହୁଅ ଓ ତୁମ୍ଭର କ୍ରୋଧ ପ୍ରକାଶ କର। ମୋର ଶତ୍ରୁମାନେ କ୍ରୋଧିତ ତେଣୁ ସେମାନଙ୍କ ସମ୍ମୁଖରେ ରହି ସେମାନଙ୍କ ବିରୁଦ୍ଧରେ ସଂଗ୍ରାମ କର। ହେ ସଦାପ୍ରଭୁ, ମୋ’ ପକ୍ଷରେ ଜାଗ୍ରତ ହୁଅ ଓ ନ୍ୟାୟ ବିଗ୍ଭର କର।


ହେ ସଦାପ୍ରଭୁ, ତୁମ୍ଭେ ଉଠ! ହେ ପରମେଶ୍ୱର, ତୁମ୍ଭେ ଆସ ଓ ମୋତେ ରକ୍ଷା କର। ତୁମ୍ଭେ ଅତି ବଳଶାଳୀ ଅଟ। ଯଦି ତୁମ୍ଭେ ମୋର ଶତ୍ରୁମାନଙ୍କ ଗାଲରେ ମାରିଥା’ନ୍ତ, ତୁମ୍ଭେ ସେହି ଦୁଷ୍ଟ ଲୋକମାନଙ୍କର ସବୁ ଦାନ୍ତଗୁଡ଼ିକୁ ସହଜରେ ଭାଙ୍ଗି ଦେଇଥା’ନ୍ତ।


ଏହା ପରେ ଶା‌ମ୍‌ଶୋନ୍ ସଦାପ୍ରଭୁଙ୍କ ନିକଟରେ ଏହା କହି ପ୍ରାର୍ଥନା କଲେ, “ହେ ସର୍ବଶକ୍ତିମାନ ସଦାପ୍ରଭୁ! ମୋତେ ଭୁଲି ଯାଅ ନାହିଁ। ପ୍ରଭୁ, ଦୟାକରି ମୋତେ ଆଉଥରେ ଶକ୍ତି ପ୍ରଦାନ କର। ଯାହାଫଳରେ ମୁଁ ପଲେଷ୍ଟୀୟମାନଙ୍କୁ ଦଣ୍ତ ଦେଇ ପାରିବି ଏବଂ ଏକ ମୁଷ୍ଟିଘାତରେ ସେମାନଙ୍କଠାରୁ ପ୍ରତିଶୋଧ ନେବି। ଯେଉଁମାନେ ମୋର ଦୁଇ ଆଖି ଉପାଡ଼ି ଦେଇଛନ୍ତି।”


ମୁଁ ଏହି ପ୍ରାର୍ଥନା ପରମେଶ୍ୱରଙ୍କ ନିକଟରେ କରିବି, “ହେ ସଦାପ୍ରଭୁ, ମୋ’ ପ୍ରତି ଦୟାକର। ଦେଖ, ମୋର ଶତ୍ରୁମାନେ କିଭଳି ମୋ’ ପଛରେ ମୋତେ ଆଘାତ କରିବାକୁ ଲାଗିଛନ୍ତି। ମୋତେ ‘ମୃତ୍ୟୁ ସ୍ଥାନରୁ’ ଉଦ୍ଧାର କର।


ହେ ସଦାପ୍ରଭୁ, ତୁମ୍ଭେ ଉଠ ଏବଂ ଶତ୍ରୁମାନଙ୍କ ପାଖକୁ ଯାଇ ତାଙ୍କୁ ଆତ୍ମା ସମର୍ପଣ କରିବାକୁ ବାଧ୍ୟ କର। ତୁମ୍ଭେ ଆପଣା ଖ‌ଡ଼୍‌ଗ ପ୍ରୟୋଗ କରି ସେହି ଦୁଷ୍ଟ ଲୋକଙ୍କ କବଳରୁ ମୋତେ ଉଦ୍ଧାର କର।


ତୁମ୍ଭ କପୋତକୁ, ବନ୍ୟ ପଶୁକୁ ସମର୍ପଣ କର ନାହିଁ। ଆପଣା ଦୁଃଖୀ ଲୋକକୁ ସବୁଦିନ ପାଇଁ ଭୁଲ ନାହିଁ।


Swiv nou:

Piblisite


Piblisite