ଗୀତସଂହିତା 100:2 - ପବିତ୍ର ବାଇବଲ2 ଆନନ୍ଦରେ ସଦାପ୍ରଭୁଙ୍କର ସେବା କର। ଆନନ୍ଦର ଜୟ ଗାନ କରି ତାଙ୍କ ଆଗକୁ ଆସ! Gade chapit laପବିତ୍ର ବାଇବଲ (Re-edited) - (BSI)2 ଆନନ୍ଦରେ ସଦାପ୍ରଭୁଙ୍କର ସେବା କର; ଗାନ କରି ତାହାଙ୍କ ଛାମୁକୁ ଆସ। Gade chapit laଓଡିଆ ବାଇବେଲ2 ଆନନ୍ଦରେ ସଦାପ୍ରଭୁଙ୍କର ସେବା କର; ଗାନ କରି ତାହାଙ୍କ ଛାମୁକୁ ଆସ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ଆନନ୍ଦରେ ସଦାପ୍ରଭୁଙ୍କର ସେବା କର; ଗାନ କରି ତାହାଙ୍କ ଛାମୁକୁ ଆସ। Gade chapit la |
ରାଜା ହିଜକିୟ ଯାଜକ ଓ ଲେବୀୟମାନଙ୍କୁ ସେମାନଙ୍କର ଭିନ୍ନ ଭିନ୍ନ ଦଳ ଅନୁସାରେ ସଂଗଠିତ କଲେ। ପ୍ରତ୍ୟେକ ଦଳର ନିଜସ୍ୱ ବିଶେଷ କାର୍ଯ୍ୟ ରହିଥିଲା। ତେଣୁ ଯାଜକମାନେ ଓ ଲେବୀୟମାନେ ପୁନର୍ବାର ହୋମବଳି ଉପହାର ଓ ମଙ୍ଗଳାର୍ଥକ ନୈବେଦ୍ୟ ଉତ୍ସର୍ଗ କରିବାର କାର୍ଯ୍ୟ କଲେ। ଆଉ ମଧ୍ୟ ପରମେଶ୍ୱର ମନ୍ଦିରରେ ସେବାକାର୍ଯ୍ୟ ଏବଂ ସଦାପ୍ରଭୁଙ୍କ ମନ୍ଦିର ଦ୍ୱାରଗୁଡ଼ିକ ନିକଟରେ ପ୍ରଶଂସା ଗାନ କରିବା କାର୍ଯ୍ୟ ସେମାନଙ୍କର ଥିଲା।