ଗୀତସଂହିତା 100:4 - ପବିତ୍ର ବାଇବଲ4 ଧନ୍ୟବାଦର ଗୀତ ଗାଇ ତାଙ୍କର ଦ୍ୱାରକୁ ଆସ। ଓ ତାଙ୍କର ପ୍ରଶଂସା ଗାନ କରି ତାଙ୍କ ପବିତ୍ର ମନ୍ଦିରକୁ ଆସ। ତାଙ୍କୁ ଧନ୍ୟବାଦ ଦିଅ ଓ ତାହାଙ୍କ ନାମର ଗୁଣଗାନ କର। Gade chapit laପବିତ୍ର ବାଇବଲ (Re-edited) - (BSI)4 ଧନ୍ୟବାଦ କରୁ କରୁ ତାହାଙ୍କ ଦ୍ଵାରରେ ଓ ପ୍ରଶଂସା କରୁ କରୁ ତାହାଙ୍କ ପ୍ରାଙ୍ଗଣରେ ପ୍ରବେଶ କର; ତାହାଙ୍କର ସ୍ତବ କର ଓ ତାହାଙ୍କ ନାମର ଗୁଣାନୁବାଦ କର। Gade chapit laଓଡିଆ ବାଇବେଲ4 ଧନ୍ୟବାଦ କରୁ କରୁ ତାହାଙ୍କ ଦ୍ୱାରରେ ଓ ପ୍ରଶଂସା କରୁ କରୁ ତାହାଙ୍କ ପ୍ରାଙ୍ଗଣରେ ପ୍ରବେଶ କର; ତାହାଙ୍କର ସ୍ତବ କର ଓ ତାହାଙ୍କ ନାମର ଗୁଣାନୁବାଦ କର। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ଧନ୍ୟବାଦ କରୁ କରୁ ତାହାଙ୍କ ଦ୍ୱାରରେ ଓ ପ୍ରଶଂସା କରୁ କରୁ ତାହାଙ୍କ ପ୍ରାଙ୍ଗଣରେ ପ୍ରବେଶ କର; ତାହାଙ୍କର ସ୍ତବ କର ଓ ତାହାଙ୍କ ନାମର ଗୁଣାନୁବାଦ କର। Gade chapit la |
ଏହା ପରେ ଦାଉଦ ସବୁ ଦଳର ଲୋକମାନଙ୍କୁ ଏକତ୍ରିତ କରି କହିଲେ, “ବର୍ତ୍ତମାନ ତୁମ୍ଭମାନଙ୍କର ସଦାପ୍ରଭୁ ପରମେଶ୍ୱରଙ୍କର ଧନ୍ୟବାଦ କର।” ତେଣୁ ସମସ୍ତ ଲୋକ ସଦାପ୍ରଭୁ ପରମେଶ୍ୱରଙ୍କର ପ୍ରଶଂସା ଗାନ କଲେ, ଯେଉଁ ପରମେଶ୍ୱରଙ୍କ ଉପାସନା ସେମାନଙ୍କର ପୂର୍ବପୁରୁଷମାନେ ମଧ୍ୟ କରୁଥିଲେ। ସେମାନେ ସଦାପ୍ରଭୁ ଓ ରାଜାଙ୍କୁ ସମ୍ମାନ ଜଣାଇବା ନିମନ୍ତେ ଭୂମିରେ ଆଣ୍ଠୁମାଡ଼ି ପଡ଼ିଲେ।