ଗୀତସଂହିତା 101:2 - ପବିତ୍ର ବାଇବଲ2 ମୁଁ ଯତ୍ନଶୀଳ ହୋଇ ସିଦ୍ଧ ପଥରେ ଜୀବନଯାପନ କରିବି। ହେ ସଦାପ୍ରଭୁ, କେବେ ତୁମ୍ଭେ ମୋ’ ନିକଟକୁ ଆସିବ। ମୁଁ ମୋ’ ରାଜପ୍ରାସାଦରେ ଧାର୍ମିକତା ଜୀବନଯାପନ କରିବି। Gade chapit laପବିତ୍ର ବାଇବଲ (Re-edited) - (BSI)2 ମୁଁ ବିବେଚନାପୂର୍ବକ ସିଦ୍ଧ ପଥରେ ଗମନ କରିବି; ଆହା, ତୁମ୍ଭେ କେବେ ମୋʼ ନିକଟକୁ ଆସିବ? ମୁଁ ଆପଣା ଗୃହ ମଧ୍ୟରେ ସିଦ୍ଧ ଅନ୍ତଃକରଣରେ ଆଚରଣ କରିବି। Gade chapit laଓଡିଆ ବାଇବେଲ2 ମୁଁ ବିବେଚନାପୂର୍ବକ ସିଦ୍ଧ ପଥରେ ଗମନ କରିବି; ଆହା, ତୁମ୍ଭେ କେବେ ମୋ’ ନିକଟକୁ ଆସିବ ? ମୁଁ ଆପଣା ଗୃହ ମଧ୍ୟରେ ସିଦ୍ଧ ଅନ୍ତଃକରଣରେ ଆଚରଣ କରିବି। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ମୁଁ ବିବେଚନାପୂର୍ବକ ସିଦ୍ଧ ପଥରେ ଗମନ କରିବି; ଆହା, ତୁମ୍ଭେ କେବେ ମୋʼ ନିକଟକୁ ଆସିବ? ମୁଁ ଆପଣା ଗୃହ ମଧ୍ୟରେ ସିଦ୍ଧ ଅନ୍ତଃକରଣରେ ଆଚରଣ କରିବି। Gade chapit la |
“ଯଦି ସଦାପ୍ରଭୁଙ୍କ ସେବା ତୁମ୍ଭ ଦୃଷ୍ଟିରେ ମନ୍ଦ ଦିଶେ। ତେବେ ତୁମ୍ଭେମାନେ କାହାର ସେବା କରିବ ଆଜି ମନୋନୀତ କର। ତୁମ୍ଭମାନଙ୍କୁ ଆଜି ନିଷ୍ପତ୍ତି ନେବାକୁ ପଡ଼ିବ ଯେ ତୁମ୍ଭେ କାହାର ସେବା କରିବ। ତୁମ୍ଭେ କ’ଣ ତୁମ୍ଭ ପୂର୍ବପୁରୁଷଗଣର ଇଉଫ୍ରେଟିସ୍ ନଦୀ ସେପାରୀରେ ଥିବା ଦେବତାଗଣଙ୍କୁ ପୂଜା କରିବ? କିମ୍ବା ସେହି ଦେଶରେ ବାସ କରିଥିବା ଇମୋରୀୟମାନଙ୍କର ଦେବତାଙ୍କୁ ପୂଜା କରିବ? ତୁମ୍ଭେମାନେ ତୁମ୍ଭମାନଙ୍କ ପାଇଁ ଆଜି ଏହାର ନିଷ୍ପତ୍ତି ନିଅ। କିନ୍ତୁ ମୁଁ ଓ ମୋର ପରିବାରବର୍ଗ ସେହି ସଦାପ୍ରଭୁ ପରମେଶ୍ୱରଙ୍କୁ ସେବା କରିବୁ!”