ଗୀତସଂହିତା 101:5 - ପବିତ୍ର ବାଇବଲ5 ଯେଉଁ ଲୋକ ଗୋପନରେ ଆପଣା ପଡ଼ୋଶୀର ଅପବାଦ କରେ ମୁଁ ତାକୁ ଧ୍ୱଂସ କରିଦେବି। ମୁଁ ଲୋକମାନଙ୍କୁ ଗର୍ବୀ ହେବାକୁ ଦେବି ନାହିଁ। ସେମାନେ ଅନ୍ୟମାନଙ୍କଠାରୁ ଭଲ ବୋଲି ତାଙ୍କୁ ଚିନ୍ତା କରିବା ପାଇଁ ଦେବି ନାହିଁ। Gade chapit laପବିତ୍ର ବାଇବଲ (Re-edited) - (BSI)5 ଯେଉଁ ଜନ ଗୋପନରେ ଆପଣା ପ୍ରତିବାସୀର ଅପବାଦ କରେ, ମୁଁ ତାହାକୁ ବିନାଶ କରିବି; ଯାହାର ଅହଙ୍କାର-ଦୃଷ୍ଟି ଓ ଗର୍ବୀ ଅନ୍ତଃକରଣ, ମୁଁ ତାହାକୁ ସହିବି ନାହିଁ। Gade chapit laଓଡିଆ ବାଇବେଲ5 ଯେଉଁ ଜନ ଗୋପନରେ ଆପଣା ପ୍ରତିବାସୀର ଅପବାଦ କରେ, ମୁଁ ତାହାକୁ ବିନାଶ କରିବି; ଯାହାର ଅହଙ୍କାର-ଦୃଷ୍ଟି ଓ ଗର୍ବୀ ଅନ୍ତଃକରଣ, ମୁଁ ତାହାକୁ ସହିବି ନାହିଁ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ଯେଉଁ ଜନ ଗୋପନରେ ଆପଣା ପ୍ରତିବାସୀର ଅପବାଦ କରେ, ମୁଁ ତାହାକୁ ବିନାଶ କରିବି; ଯାହାର ଅହଙ୍କାର-ଦୃଷ୍ଟି ଓ ଗର୍ବୀ ଅନ୍ତଃକରଣ, ମୁଁ ତାହାକୁ ସହିବି ନାହିଁ। Gade chapit la |
ମୁଁ ତୁମ୍ଭମାନଙ୍କୁ କହୁଛି, ‘ଏହି ଲୋକଟି ଯେତେବେଳେ ତା'ର ପ୍ରାର୍ଥନା ଶେଷ କରି ତା’ ଘରକୁ ଫେରିଗଲା, ସେ ପରମେଶ୍ୱରଙ୍କ ଦୃଷ୍ଟିରେ ଧାର୍ମିକ ପରିଗଣତ ହେଲା। କିନ୍ତୁ ଯେଉଁ ଫାରୂଶୀ ଅନୁଭବ କଲା ଯେ ସେ ଅନ୍ୟ ଲୋକମାନଙ୍କ ଅପେକ୍ଷା ଭଲ ଲୋକ, ସେ ପରମେଶ୍ୱରଙ୍କ ପ୍ରତି ବିଶ୍ୱସ୍ତ ନ ଥିଲା। ଯେଉଁ ଲୋକ ନିଜକୁ ନିଜେ ମହାନ୍ ବୋଲି ଭାବେ, ତାକୁ ହୀନ କରି ଦିଆଯିବ, କିନ୍ତୁ ଯେଉଁ ଲୋକ ନିଜକୁ ହୀନ କରି ଦିଏ ତାକୁ ମହାନ୍ କରାଯିବ।”