ଗୀତସଂହିତା 102:13 - ପବିତ୍ର ବାଇବଲ13 ତୁମ୍ଭେ ଉଠ ଓ ସିୟୋନକୁ ଦୟା କର। ସେହି ଯଥାର୍ଥ ସମୟ ଆସିଅଛି। ଯେତେବେଳେ ତୁମ୍ଭେ ସିୟୋନକୁ ଦୟା କରିବ। Gade chapit laପବିତ୍ର ବାଇବଲ (Re-edited) - (BSI)13 ତୁମ୍ଭେ ଉଠି ସିୟୋନକୁ ଦୟା କରିବ; କାରଣ ତାହା ପ୍ରତି କୃପା କରିବାର ସମୟ ଏହି, ହଁ, ନିରୂପିତ ସମୟ ଉପସ୍ଥିତ। Gade chapit laଓଡିଆ ବାଇବେଲ13 ତୁମ୍ଭେ ଉଠି ସିୟୋନକୁ ଦୟା କରିବ; କାରଣ ତାହା ପ୍ରତି କୃପା କରିବାର ସମୟ ଏହି, ହଁ, ନିରୂପିତ ସମୟ ଉପସ୍ଥିତ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ତୁମ୍ଭେ ଉଠି ସିୟୋନକୁ ଦୟା କରିବ; କାରଣ ତାହା ପ୍ରତି କୃପା କରିବାର ସମୟ ଏହି, ହଁ, ନିରୂପିତ ସମୟ ଉପସ୍ଥିତ। Gade chapit la |