ଗୀତସଂହିତା 102:2 - ପବିତ୍ର ବାଇବଲ2 ହେ ସଦାପ୍ରଭୁ, ମୋର ସଙ୍କଟ କାଳରେ ମୋର ନିକଟରୁ ବିମୁଖ ହୁଅ ନାହିଁ। ମୋ’ ପ୍ରତି କର୍ଣ୍ଣପାତ କର। ଯେତେବେଳେ ମୁଁ ସାହାଯ୍ୟ ପାଇଁ ପ୍ରାର୍ଥନା କରେ ଶୀଘ୍ର ମୋତେ ଉତ୍ତର ଦିଅ। Gade chapit laପବିତ୍ର ବାଇବଲ (Re-edited) - (BSI)2 ମୋʼ ସଙ୍କଟ ଦିନରେ ମୋʼଠାରୁ ତୁମ୍ଭ ମୁଖ ଲୁଚାଅ ନାହିଁ; ମୋʼ ପ୍ରତି ଆପଣା କର୍ଣ୍ଣ ଡେର; ମୁଁ ପ୍ରାର୍ଥନା କରିବା ଦିନରେ ମୋତେ ଶୀଘ୍ର ଉତ୍ତର ଦିଅ। Gade chapit laଓଡିଆ ବାଇବେଲ2 ମୋ’ ସଙ୍କଟ ଦିନରେ ମୋ’ଠାରୁ ତୁମ୍ଭ ମୁଖ ଲୁଚାଅ ନାହିଁ; ମୋ’ ପ୍ରତି ଆପଣା କର୍ଣ୍ଣ ଡେର; ମୁଁ ପ୍ରାର୍ଥନା କରିବା ଦିନରେ ମୋତେ ଶୀଘ୍ର ଉତ୍ତର ଦିଅ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ମୋʼ ସଙ୍କଟ ଦିନରେ ମୋʼ ଠାରୁ ତୁମ୍ଭ ମୁଖ ଲୁଚାଅ ନାହିଁ; ମୋʼ ପ୍ରତି ଆପଣା କର୍ଣ୍ଣ ଡେର; ମୁଁ ପ୍ରାର୍ଥନା କରିବା ଦିନରେ ମୋତେ ଶୀଘ୍ର ଉତ୍ତର ଦିଅ। Gade chapit la |
କେବଳ ତୁମ୍ଭମାନଙ୍କ ପ୍ରତି ଯେସବୁ ପରୀକ୍ଷା ଆସୁଅଛି, ପ୍ରତ୍ୟେକଙ୍କ ନିମନ୍ତେ ମଧ୍ୟ ଏପରି ପରୀକ୍ଷା ଆସିଥାଏ। କିନ୍ତୁ ତୁମ୍ଭେମାନେ ପରମେଶ୍ୱରଙ୍କଠାରେ ବିଶ୍ୱାସ କରିପାର। ସେ କେବେ ହେଲେ ତୁମ୍ଭମାନଙ୍କୁ ଅସହ୍ୟ ପରୀକ୍ଷାରେ ପଡ଼ିବାକୁ ଦେବେ ନାହିଁ। କିନ୍ତୁ ଯେତେବେଳେ ତୁମ୍ଭେମାନେ ପ୍ରଲୋଭନର (ପରୀକ୍ଷାର) ସମ୍ମୁଖୀନ ହେବ, ସେତେବେଳେ ପରମେଶ୍ୱର ତୁମ୍ଭମାନଙ୍କୁ ରକ୍ଷା ପାଇବାର ବାଟ ମଧ୍ୟ ଦେଖାଇ ଦେବେ।