Biblia Todo Logo
Bib sou entènèt

- Piblisite -




ଗୀତସଂହିତା 102:23 - ପବିତ୍ର ବାଇବଲ

23 ମୋର ଜୀବନର ମଝିରେ ସଦାପ୍ରଭୁ ମୋର ବଳକୁ ହ୍ରାସ କରି, ସେ ମୋର ଆୟୁ ଊଣା କରିଛନ୍ତି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

23 ସେ ପଥ ମଧ୍ୟରେ ମୋର ବଳ ହ୍ରାସ କଲେ, ସେ ମୋହର ଆୟୁ ଊଣା କଲେ।

Gade chapit la Kopi

ଓଡିଆ ବାଇବେଲ

23 ସଦାପ୍ରଭୁ ଜୀବନର ପଥ ମଧ୍ୟରେ ମୋର ବଳ ହ୍ରାସ କଲେ, ସେ ମୋହର ଆୟୁ ଊଣା କଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

23 ସଦାପ୍ରଭୁ ଜୀବନର ପଥ ମଧ୍ୟରେ ମୋର ବଳ ହ୍ରାସ କଲେ, ସେ ମୋହର ଆୟୁ ଊଣା କଲେ।

Gade chapit la Kopi




ଗୀତସଂହିତା 102:23
10 Referans Kwoze  

ଯେତେବେଳେ ତାକୁ ଦିଆ ଯାଇଥିବା ସମୟ ଶେଷ ହୁଏ ଓ ସେତେବେଳେ ସେ ମରିଯାଏ। ସେ ତା'ର ପଛରେ ଛାଡ଼ି ଯାଇଥିବା ପରିବାର ବିଷୟରେ କାହିଁକି ଭାବିବ?


ଶେଷ ଦିନରେ ଏହା ହିଁ ଘଟିବ। ସଦାପ୍ରଭୁଙ୍କର ମନ୍ଦିରର ପର୍ବତ ଉଚ୍ଚତମ ଶିଖରରେ ହେବ। ଏହା ଅନ୍ୟ ସମସ୍ତ ପାହାଡ଼ଗୁଡ଼ିକ ମଧ୍ୟରେ ଉଚ୍ଚତର ହେବ। ସମସ୍ତ ଗୋଷ୍ଠୀର ଲୋକମାନେ ସ୍ରୋତ ସଦୃଶ ସେଠାକୁ ଧାବିତ ହେବେ।


ବହୁ ଲୋକ ସେଠାକୁ ଯିବେ। ସେମାନେ କହିବେ, “ଆସ, ଆମ୍ଭେମାନେ ସଦାପ୍ରଭୁଙ୍କ ପର୍ବତକୁ ଯିବା। ଯାକୁବଙ୍କ ପରମେଶ୍ୱରଙ୍କ ମନ୍ଦିରକୁ ଆମ୍ଭେମାନେ ଯିବା। ସେତେବେଳେ ପରମେଶ୍ୱର ଆମ୍ଭମାନଙ୍କୁ ତାଙ୍କ ପଥ ବିଷୟରେ ଶିକ୍ଷା ଦେବେ। ଆମ୍ଭେମାନେ ତାହା ଅନୁସରଣ କରିବା।” ପରମେଶ୍ୱରଙ୍କର ଶିକ୍ଷାସମୂହ-ସଦାପ୍ରଭୁଙ୍କ ବାର୍ତ୍ତା ଯିରୁଶାଲମରେ ସିୟୋନ ପର୍ବତରୁ ଆରମ୍ଭ ହୋଇ ସମଗ୍ର ବିଶ୍ୱରେ ପ୍ରସାରିତ ହେବ।


ଆଉ ସେ ସମୟରେ ଲୋକମାନେ ଯିରୁଶାଲମକୁ ‘ସଦାପ୍ରଭୁଙ୍କ ସିଂହାସନ’ ବୋଲି କହିବେ। ସମଗ୍ର ଦେଶୀୟମାନେ ସଦାପ୍ରଭୁଙ୍କ ନାମରେ ସମ୍ମାନ ଜଣାଇବାକୁ ଯିରୁଶାଲମରେ ଏକତ୍ରିତ ହେବେ। ପୁଣି ସେମାନେ ନିଜର ଅନ୍ତଃକରଣରେ ଦୁଷ୍ଟାଗ୍ଭର ଅବାଧ୍ୟତା ଆଉ ଅନୁସରଣ କରିବେ ନାହିଁ।


Swiv nou:

Piblisite


Piblisite