Biblia Todo Logo
Bib sou entènèt

- Piblisite -




ଗୀତସଂହିତା 102:27 - ପବିତ୍ର ବାଇବଲ

27 କିନ୍ତୁ ତୁମ୍ଭେ ପରମେଶ୍ୱର, କେବେ ପରିବର୍ତ୍ତନ ହେବ ନାହିଁ। ତୁମ୍ଭେ ଚିରକାଳ ରହିବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

27 ମାତ୍ର ତୁମ୍ଭେ ସେହି ଅଟ ଓ ତୁମ୍ଭ ବର୍ଷର ଶେଷ ହେବ ନାହିଁ।

Gade chapit la Kopi

ଓଡିଆ ବାଇବେଲ

27 ମାତ୍ର ତୁମ୍ଭେ ସେହି ଅଟ ଓ ତୁମ୍ଭ ବଞ୍ଚିବାର ବର୍ଷ ଶେଷ ହେବ ନାହିଁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

27 ମାତ୍ର ତୁମ୍ଭେ ସେହି ଅଟ ଓ ତୁମ୍ଭ ବଞ୍ଚିବାର ବର୍ଷ ଶେଷ ହେବ ନାହିଁ।

Gade chapit la Kopi




ଗୀତସଂହିତା 102:27
8 Referans Kwoze  

ଯୀଶୁ ଖ୍ରୀଷ୍ଟ ଗତକାଲି, ଆଜି ଓ ସବୁ ସମୟ ପାଇଁ ସମାନ ଅଟନ୍ତି।


ପ୍ରତ୍ୟେକ ଉତ୍ତମ ବିଷୟ ଓ ସିଦ୍ଧ ଦାନ ପରମେଶ୍ୱରଙ୍କଠାରୁ ଆସିଥାଏ। ଯେଉଁ ପରମପିତା ଆକାଶସ୍ଥ ସମସ୍ତ ଜ୍ୟୋତିଃର୍ଗଣ ସୂର୍ଯ୍ୟ, ଚନ୍ଦ୍ର, ତାରାଙ୍କୁ ନିର୍ମାଣ କରିଛନ୍ତି, ତାହାଙ୍କଠାରୁ ଏହି ସମସ୍ତ ଉତ୍ତମ ଦାନ ଆସେ। ପରମେଶ୍ୱର ପରିବର୍ତ୍ତନ ହୁଅନ୍ତି ନାହିଁ, ସେ ସର୍ବଦା ସମାନ ଅଟନ୍ତି।


“ଆମ୍ଭେ ସଦାପ୍ରଭୁ ଏବଂ ଆମ୍ଭେ ପରିବର୍ତ୍ତନ ହେବା ନାହିଁ। ସେଥିପାଇଁ ତୁମ୍ଭେ ଯାକୁବର ବଂଶଧର ବିନାଶ ହୋଇ ନାହଁ।


ପ୍ରଭୁ ପରମେଶ୍ୱର କହନ୍ତି, ମୁଁ “ଆରମ୍ଭ ଓ ଶେଷ” (‘‘ଆ‌‌‌‌‌‌‌‌ଲ୍‌‌‌‌‌‌‌ଫା” ଓ “ଓମେଗା”) ମୁଁ ବର୍ତ୍ତମାନ ଅଛି, ଅତୀତରେ ଥିଲି ଓ ଭବିଷ୍ୟତରେ ମଧ୍ୟ ରହିଥିବି। ମୁଁ ସର୍ବଶକ୍ତିମାନ।”


ତୁମ୍ଭ ଦୃଷ୍ଟିରେ, ସହସ୍ର ବର୍ଷ ଗତକାଲିର ତୁଲ୍ୟ ଓ ରାତ୍ରିର ଅଳ୍ପ ସମୟପରି।


ହଁ, ପରମେଶ୍ୱର ମହାନ ଅଟନ୍ତି। ଆମ୍ଭେ କିନ୍ତୁ ତାଙ୍କର ମହାନତାକୁ ବୁଝିପାରୁ ନାହୁଁ। ଏହା ଜାଣିବା ଅସମ୍ଭବ ପରମେଶ୍ୱର କେତେ ବର୍ଷରୁ ଅଛନ୍ତି।


ଯୀଶୁ ଉତ୍ତର ଦେଲେ, “ମୁଁ ତୁମ୍ଭକୁ ସତ୍ୟ କହୁଛି, ଅବ୍ରହାମଙ୍କ ଜନ୍ମ ପୂର୍ବରୁ, ମୁଁ ନିଜେ ଅଛି।”


Swiv nou:

Piblisite


Piblisite