Biblia Todo Logo
Bib sou entènèt

- Piblisite -




ଗୀତସଂହିତା 102:3 - ପବିତ୍ର ବାଇବଲ

3 ମୋର ଜୀବନ ଧୂଆଁ ପରି କ୍ଷୟ ପାଉଅଛି। ମୋର ଅସ୍ଥି ନିଆଁ ଖୁଣ୍ଟାପରି ଜଳେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

3 କାରଣ ମୋʼ ଦିନସବୁ ଧୂଆଁ ପରି କ୍ଷୟ ପାଏ ଓ ମୋହର ଅସ୍ଥିସବୁ ନିଆଁଖୁଣ୍ଟା ପରି ପୋଡ଼ିଯାଏ।

Gade chapit la Kopi

ଓଡିଆ ବାଇବେଲ

3 କାରଣ ମୋ’ ବଞ୍ଚିବାର ଦିନସବୁ ଧୂଆଁ ପରି କ୍ଷୟ ପାଏ ଓ ମୋହର ଅସ୍ଥିସବୁ ନିଆଁଖୁଣ୍ଟା ପରି ପୋଡ଼ିଯାଏ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 କାରଣ ମୋʼ ବଞ୍ଚିବାର ଦିନସବୁ ଧୂଆଁ ପରି କ୍ଷୟ ପାଏ ଓ ମୋହର ଅସ୍ଥିସବୁ ନିଆଁଖୁଣ୍ଟା ପରି ପୋଡ଼ିଯାଏ।

Gade chapit la Kopi




ଗୀତସଂହିତା 102:3
11 Referans Kwoze  

ତୁମ୍ଭେ ଜାଣି ନାହଁ, ଆସନ୍ତା କାଲି କ’ଣ ଘଟିବ! ତୁମ୍ଭ ଜୀବନଟି ଗୋଟିଏ କୁହୁଡ଼ି ତୁଲ୍ୟ। ତୁମ୍ଭେ ତାହାକୁ ଅଳ୍ପ ସମୟ ଧରି ଦେଖି ପାରିବ, ତା'ପରେ ସେ ଗ୍ଭଲିଯାଏ।


ସଦାପ୍ରଭୁ ଊର୍ଦ୍ଧ୍ୱରୁ ମୋ’ ଅସ୍ଥିଗୁଡ଼ିକ ମଧ୍ୟରୁ ଅଗ୍ନି ପ୍ରେରଣ କରିଅଛନ୍ତି, ସେ ମୋର ମରଣ ପାଇଁ ଢାଲ ପାତିଛନ୍ତି ଓ ସେଥିରେ ମୋତେ ଗୁଡ଼ାଇ ଦେଇଛନ୍ତି। ସେ ମୋତେ ଅନାଥିନୀ ଓ ଦିନସାରା ଅସୁସ୍ଥା କରିଛନ୍ତି।


କିନ୍ତୁ ଦୁଷ୍ଟ ଲୋକମାନେ ହେଉଛନ୍ତି ସଦାପ୍ରଭୁଙ୍କର ଶତ୍ରୁ ଓ ସେହି ଦୁଷ୍ଟ ଲୋକମାନେ ଧ୍ୱଂସ ପାଇବେ। ସେମାନଙ୍କର ଉପତ୍ୟକା ସବୁ ଶୁଖି ଜଳିଯିବ। ସେମାନେ ସମ୍ପୂର୍ଣ୍ଣ ଭାବେ ଧ୍ୱଂସ ପାଇବେ।


ମୋ’ ଦେହର ଚମଡ଼ା ପୋଡ଼ି ଯାଇ ଛିଣ୍ଡି ପଡ଼ୁଛି। ଜ୍ୱରରେ ମୋର ଦେହରେ ଭୀଷଣ ତାତି।


ମୋର ଜୀବନ ଦୁଃଖରେ ଶେଷ ହେବାକୁ ଯାଉଛି। ମୋର ଜୀବନ ଦୁଃଖରେ ସରିଯିବ। ମୋର ଅସ୍ଥିସବୁ କ୍ଷୀଣ ହୋଇ ଯାଉଛି ଓ ମୁଁ ଅଧିକରୁ ଅଧିକ ଦୁର୍ବଳ ହୋଇଯାଉଛି।


ମୋର ମାଂସ ଓ ଚର୍ମକୁ ସେ ଶକ୍ତିହୀନ କରିଅଛନ୍ତି ଓ ସେ ମୋର ଅସ୍ଥିସବୁ ଭାଙ୍ଗି ପକାଇ ଅଛନ୍ତି।


ଏପରିକି ମୁଁ ଅଳିଆ ଗଦାରେ ପଡ଼ିଥିବା ଏକ ପଗ୍ଭ ଚମଡ଼ା ଥଳୀ ଅଟେ। ମୁଁ ତୁମ୍ଭର ନିୟମ ଭୁଲିବି ନାହିଁ।


ତୁମ୍ଭେ ମୋତେ ଦଣ୍ଡ ଦେଲ। ବର୍ତ୍ତମାନ ମୋର ସମସ୍ତ ଶରୀର କମ୍ପୁଅଛି। ମୋର ପାପ ଲାଗି ତୁମ୍ଭେ ମୋତେ ଦଣ୍ଡ ଦେଲ, ତେଣୁ ମୋର ଅସ୍ଥିରେ କିଛି ଆରାମ ନାହିଁ।


ହେ ପରମେଶ୍ୱର, ମୋ'ଠାରୁ ଆପଣା ମୁଖ ଲୁଗ୍ଭଅ ନାହିଁ। ମୋତେ ସାହାଯ୍ୟ କର। ମୋତେ ଦୂର କର ନାହିଁ। ମୋତେ ପରିତ୍ୟାଗ କର ନାହିଁ। ମୋର ପରମେଶ୍ୱର, ତୁମ୍ଭେ ହିଁ ମୋର ତ୍ରାଣକର୍ତ୍ତା।


ହେ ମୋର ପରମେଶ୍ୱର, ତୁମ୍ଭେ ମୋର ଦୃଢ଼ ଶୈଳ। ତେଣୁ ମୋତେ ତୁମ୍ଭର ପଥ ଦେଖାଅ ଓ ଦିଗଦର୍ଶନ ଦିଅ।


Swiv nou:

Piblisite


Piblisite