ଗୀତସଂହିତା 104:3 - ପବିତ୍ର ବାଇବଲ3 ତୁମ୍ଭେ ଆକାଶର ଜଳରାଶି ଉପରେ ଘର କଲ। ତୁମ୍ଭେ ମେଘମାଳାକୁ ଆପଣା ରଥପରି କରିଅଛ। ତୁମ୍ଭେ ବାୟୁ ରୂପକ ପକ୍ଷ ଦ୍ୱାରା ଆକାଶରେ ଗମନାଗମନ କରୁଅଛ। Gade chapit laପବିତ୍ର ବାଇବଲ (Re-edited) - (BSI)3 ତୁମ୍ଭେ ଜଳରାଶି ଉପରେ ଆପଣା କୋଠରୀର କଡ଼ିକାଷ୍ଠ ପକାଇଅଛ; ତୁମ୍ଭେ ମେଘମାଳକୁ ଆପଣା ରଥ କରିଥାଅ; ତୁମ୍ଭେ ବାୟୁର ପକ୍ଷ ଉପରେ ଗମନାଗମନ କରୁଅଛ। Gade chapit laଓଡିଆ ବାଇବେଲ3 ତୁମ୍ଭେ ଜଳରାଶି ଉପରେ ଆପଣା କୋଠରିର କଡ଼ିକାଷ୍ଠ ପକାଇଅଛ; ତୁମ୍ଭେ ମେଘମାଳକୁ ଆପଣା ରଥ କରିଥାଅ; ତୁମ୍ଭେ ବାୟୁର ପକ୍ଷ ଉପରେ ଗମନାଗମନ କରୁଅଛ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ତୁମ୍ଭେ ଜଳରାଶି ଉପରେ ଆପଣା କୋଠରିର କଡ଼ିକାଠ ପକାଇଅଛ; ତୁମ୍ଭେ ମେଘମାଳକୁ ଆପଣା ରଥ କରିଥାଅ; ତୁମ୍ଭେ ବାୟୁର ପକ୍ଷ ଉପରେ ଗମନାଗମନ କରୁଅଛ। Gade chapit la |