Biblia Todo Logo
Bib sou entènèt

- Piblisite -




ଗୀତସଂହିତା 109:11 - ପବିତ୍ର ବାଇବଲ

11 ସେ ଋଣ ଦେଇଥିବା ଲୋକ ତାଙ୍କର ସର୍ବଶ୍ୱ ନେଇଯାଉ। ଏବଂ ବିଦେଶୀମାନେ ତାହାର ଶ୍ରମର ଫଳ ଲୁଟ କରନ୍ତୁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

11 ମହାଜନ ତାହାର ସର୍ବସ୍ଵ ଧରୁ; ଆଉ, ବିଦେଶୀମାନେ ତାହାର ଶ୍ରମର ଫଳ ଲୁଟ କରନ୍ତୁ।

Gade chapit la Kopi

ଓଡିଆ ବାଇବେଲ

11 ମହାଜନ ତାହାର ସର୍ବସ୍ୱ ଧରୁ; ଆଉ, ବିଦେଶୀମାନେ ତାହାର ଶ୍ରମର ଫଳ ଲୁଟ କରନ୍ତୁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ମହାଜନ ତାହାର ସର୍ବସ୍ୱ ଧରୁ; ଆଉ, ବିଦେଶୀମାନେ ତାହାର ଶ୍ରମର ଫଳ ଲୁଟ କରନ୍ତୁ।

Gade chapit la Kopi




ଗୀତସଂହିତା 109:11
7 Referans Kwoze  

କ୍ଷୁଧାର୍ତ୍ତ ଲୋକେ ସେମାନଙ୍କର ଶସ୍ୟସବୁ ଖାଇଦେଇଛନ୍ତି। ସେହି କ୍ଷୁଧାର୍ତ୍ତ ଲୋକେ ମଧ୍ୟ କଣ୍ଟା ମଧ୍ୟରୁ ଶସ୍ୟକଣାକୁ ନେଇଯାଇଛନ୍ତି। ଲୋଭୀ ଲୋକ ସେମାନଙ୍କର ସବୁକିଛି ଲୁଟି ନେଇଛନ୍ତି।


ଦୁଷ୍ଟ ଲୋକ ତା'ର ଲାଭ ଫେରାଇବାକୁ ବାଧ୍ୟ ହେବ। ସେ ଯାହା ପାଇଁ ଏତେ କଷ୍ଟ ସ୍ୱୀକାର କଲା, ତାକୁ ସେ ଭୋଗ କରି ପାରିବ ନାହିଁ।


ତୁମ୍ଭେମାନେ ଦିନ ବେଳେ ମଧ୍ୟ ଅନ୍ଧଙ୍କ ପରି ଦରାଣ୍ତି ହେବ। ତୁମ୍ଭେମାନେ ଆପଣା କାର୍ଯ୍ୟରେ ସର୍ବଦା କୃତକାର୍ଯ୍ୟ ହେବ ନାହିଁ। ତୁମ୍ଭେ ସର୍ବଦା ଉପଦ୍ରବଗ୍ରସ୍ତ ଓ ଲୁଣ୍ଠିତ ହେବ। କେହି ତୁମ୍ଭକୁ ଉଦ୍ଧାର କରିବାକୁ ନ ଥିବେ।


Swiv nou:

Piblisite


Piblisite