ଗୀତସଂହିତା 109:2 - ପବିତ୍ର ବାଇବଲ2 ଦୁଷ୍ଟ ଲୋକମାନେ ମୋ’ ବିରୁଦ୍ଧରେ ମିଛ କହନ୍ତି। ସେମାନେ ଯେଉଁ କଥା କୁହନ୍ତି ତାହା ସତ୍ୟ ନୁହେଁ। Gade chapit laପବିତ୍ର ବାଇବଲ (Re-edited) - (BSI)2 କାରଣ ଲୋକମାନେ ମୋʼ ବିରୁଦ୍ଧରେ ଦୁଷ୍ଟତାରୂପ ମୁଖ ଓ ପ୍ରବଞ୍ଚନାରୂପ ମୁଖ ଫିଟାଇ ଅଛନ୍ତି। ସେମାନେ ମିଥ୍ୟାବାଦୀ ଜିହ୍ଵାରେ ମୋʼ ସଙ୍ଗେ କଥା କହିଅଛନ୍ତି। Gade chapit laଓଡିଆ ବାଇବେଲ2 କାରଣ ଲୋକମାନେ ମୋ’ ବିରୁଦ୍ଧରେ ଦୁଷ୍ଟତାରୂପ ମୁଖ ଓ ପ୍ରବଞ୍ଚନାରୂପ ମୁଖ ଫିଟାଇ ଅଛନ୍ତି। ସେମାନେ ମିଥ୍ୟାବାଦୀ ଜିହ୍ୱାରେ ମୋ’ ସଙ୍ଗେ କଥା କହିଅଛନ୍ତି। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 କାରଣ ଲୋକମାନେ ମୋʼ ବିରୁଦ୍ଧରେ ଦୁଷ୍ଟତାରୂପ ମୁଖ ଓ ପ୍ରବଞ୍ଚନାରୂପ ମୁଖ ଫିଟାଇ ଅଛନ୍ତି। ସେମାନେ ମିଥ୍ୟାବାଦୀ ଜିହ୍ୱାରେ ମୋʼ ସଙ୍ଗେ କଥା କହିଅଛନ୍ତି। Gade chapit la |