Biblia Todo Logo
Bib sou entènèt

- Piblisite -




ଗୀତସଂହିତା 109:21 - ପବିତ୍ର ବାଇବଲ

21 ହେ ସଦାପ୍ରଭୁ, ତୁମ୍ଭେ ମୋର ପ୍ରଭୁ। ତେଣୁ ମୋତେ ସେହି ବାଟରେ ଚଲାଅ ଯେଉଁଥିରେ ତୁମ୍ଭ ନାମର ସମ୍ମାନ ଆସୁ। କାରଣ ତୁମ୍ଭେ ଦୟାମୟ, ମଙ୍ଗଳମୟ, ଏଣୁ ମୋତେ ଉଦ୍ଧାର କର।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

21 ମାତ୍ର ହେ ପ୍ରଭୋ, ସଦାପ୍ରଭୋ, ତୁମ୍ଭେ ଆପଣା ନାମ ସକାଶୁ ମୋʼ ପ୍ରତି ବ୍ୟବହାର କର; ତୁମ୍ଭର ଦୟା ମଙ୍ଗଳମୟ, ଏଣୁ ମୋତେ ଉଦ୍ଧାର କର।

Gade chapit la Kopi

ଓଡିଆ ବାଇବେଲ

21 ମାତ୍ର ହେ ପ୍ରଭୁ, ସଦାପ୍ରଭୁ, ତୁମ୍ଭେ ଆପଣା ନାମ ସକାଶୁ ମୋ’ ପ୍ରତି ବ୍ୟବହାର କର; ତୁମ୍ଭର ଦୟା ମଙ୍ଗଳମୟ, ଏଣୁ ମୋତେ ଉଦ୍ଧାର କର।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

21 ମାତ୍ର, ହେ ପ୍ରଭୋ ସଦାପ୍ରଭୋ, ତୁମ୍ଭେ ଆପଣା ନାମ ସକାଶୁ ମୋʼ ପ୍ରତି ବ୍ୟବହାର କର; ତୁମ୍ଭର ଦୟା ମଙ୍ଗଳମୟ, ଏଣୁ ମୋତେ ଉଦ୍ଧାର କର।

Gade chapit la Kopi




ଗୀତସଂହିତା 109:21
13 Referans Kwoze  

ହେ ସଦାପ୍ରଭୁ, ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା ଉତ୍ତମ। ତେଣୁ ମୋତେ ଉତ୍ତର ଦିଅ। ମୋର ସହାୟତା ପାଇଁ କୃପାସହକାରେ ମୋତେ ଗ୍ଭହଁ।


ହେ ମୋର ପରମେଶ୍ୱର, ତୁମ୍ଭେ ମୋର ଦୃଢ଼ ଶୈଳ। ତେଣୁ ମୋତେ ତୁମ୍ଭର ପଥ ଦେଖାଅ ଓ ଦିଗଦର୍ଶନ ଦିଅ।


ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା ଜୀବନ ଅପେକ୍ଷା ଉତ୍ତମ। ମୋର ଓଷ୍ଠାଧର ତୁମ୍ଭର ପ୍ରଶଂସା ଗାନ କରେ।


ହେ ସଦାପ୍ରଭୁ, ମୁଁ ଜୀବନରେ ଅନେକ ଅପରାଧ କରିଛି। କିନ୍ତୁ ତୁମ୍ଭର ମହାନୁଭବତା ଯୋଗୁଁ ମୁଁ କରିଥିବା ସମସ୍ତ ଅପରାଧ କ୍ଷମା କର। କାରଣ ତୁମ୍ଭେ ମହାନ।


ଯୀଶୁ ଏସମସ୍ତ କଥା କହିସାରିବା ପରେ ସ୍ୱର୍ଗ ଆଡ଼େ ଗ୍ଭହିଁଲେ। ସେ ପ୍ରାର୍ଥନା କଲେ, “ହେ ପରମପିତା, ବର୍ତ୍ତମାନ ସମୟ ଉପସ୍ଥିତ ହୋଇଛି। ତୁମ୍ଭେ ଆପଣା ପୁତ୍ରଙ୍କୁ ଗୌରବାନ୍ୱିତ କରିଦିଅ, ଯେପରି ପୁତ୍ର ତୁମ୍ଭକୁ ଗୌରବାନ୍ୱିତ କରି ପାରିବେ।


ହେ ମୋର ପ୍ରଭୁ, ତୁମ୍ଭେ ସ୍ନେହଶୀଳ ଓ କରୁଣାମୟ ପରମେଶ୍ୱର। ତୁମ୍ଭେ ଧୈର୍ଯ୍ୟଶୀଳ, ପ୍ରେମ ଓ ସତ୍ୟତାରେ ପରିପୂର୍ଣ୍ଣ ଅଟ।


ହେ ପ୍ରଭୁ, ତୁମ୍ଭେ ବହୁତ ଉତ୍ତମ ଓ କରୁଣାମୟ, ଯେଉଁମାନେ ତୁମ୍ଭ ନିକଟରେ ପ୍ରାର୍ଥନାକାରୀ ସମସ୍ତଙ୍କ ପ୍ରତି ଦୟାରେ ମହାନ।


ମୁଁ ଦୁଃଖୀ ଓ ଶୋକାକୁଳ ଅଟେ। ହେ ପରମେଶ୍ୱର, ମୋତେ ଉଦ୍ଧାର କର। ମୋତେ ରକ୍ଷା କର।


ସେ ମୋର ପ୍ରାଣରେ ନୂତନ ବଳ ସଞ୍ଚାର କରନ୍ତି, ସେ ମୋତେ ଧର୍ମପଥରେ କଢ଼ାଇ ନିଅନ୍ତି। ଏହା ଦ୍ୱାରା ପ୍ରମାଣିତ ହୁଏ ଯେ, ସେ ପ୍ରକୃତରେ ପରମେଶ୍ୱର ଅଟନ୍ତି।


Swiv nou:

Piblisite


Piblisite