ଗୀତସଂହିତା 109:3 - ପବିତ୍ର ବାଇବଲ3 ଲୋକମାନେ ମୋ’ ପ୍ରତି ଘୃଣାକାରୀ କଥା କହନ୍ତି। ବିନା କାରଣରେ ମୋ’ ପ୍ରତି ଲୋକମାନେ ଆକ୍ରମଣ କରନ୍ତି। Gade chapit laପବିତ୍ର ବାଇବଲ (Re-edited) - (BSI)3 ଆହୁରି, ସେମାନେ ଦ୍ଵେଷବାକ୍ୟରେ ମୋତେ ଘେରିଅଛନ୍ତି ଓ ବିନା କାରଣରେ ମୋʼ ସଙ୍ଗେ ଯୁଦ୍ଧ କରିଅଛନ୍ତି। Gade chapit laଓଡିଆ ବାଇବେଲ3 ଆହୁରି, ସେମାନେ ଦ୍ୱେଷ ବାକ୍ୟରେ ମୋତେ ଘେରିଅଛନ୍ତି ଓ ବିନା କାରଣରେ ମୋ’ ସଙ୍ଗେ ଯୁଦ୍ଧ କରିଅଛନ୍ତି। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ଆହୁରି, ସେମାନେ ଦ୍ୱେଷ ବାକ୍ୟରେ ମୋତେ ଘେରିଅଛନ୍ତି ଓ ବିନା କାରଣରେ ମୋʼ ସଙ୍ଗେ ଯୁଦ୍ଧ କରିଅଛନ୍ତି। Gade chapit la |