ଗୀତସଂହିତା 11:2 - ପବିତ୍ର ବାଇବଲ2 ଦୁଷ୍ଟ ଲୋକମାନେ ଶିକାରୀ ଅଟନ୍ତି। ସେମାନେ ଅନ୍ଧାରରେ ଲୁଚି ରହନ୍ତି। ସେମାନେ ଧନୁରେ ଗୁଣ ଚଢ଼ାନ୍ତି। ସେମାନେ ତୀର ଦ୍ୱାରା ଲକ୍ଷ୍ୟ ସ୍ଥିର କରନ୍ତି ଏବଂ ସେମାନେ ସିଧା ସାଧୁ ଓ ଉତ୍ତମ ବ୍ୟକ୍ତିର ହୃଦୟକୁ ଶରବିଦ୍ଧ କରନ୍ତି। Gade chapit laପବିତ୍ର ବାଇବଲ (Re-edited) - (BSI)2 କାରଣ, ଦେଖ, ଦୁଷ୍ଟମାନେ ସରଳଚିତ୍ତ ଲୋକକୁ ଅନ୍ଧକାରରେ ବିନ୍ଧିବା ପାଇଁ ଧନୁ ନୁଆଁନ୍ତି, ସେମାନେ ଗୁଣରେ ତୀରଯୁକ୍ତ କରନ୍ତି। Gade chapit laଓଡିଆ ବାଇବେଲ2 କାରଣ ଦେଖ ! ଦୁଷ୍ଟମାନେ ସରଳଚିତ୍ତ ଲୋକକୁ ଅନ୍ଧକାରରେ ବିନ୍ଧିବା ପାଇଁ ଧନୁ ନୁଆଁନ୍ତି, ସେମାନେ ଗୁଣରେ ତୀରଯୁକ୍ତ କରନ୍ତି। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 କାରଣ ଦେଖ! ଦୁଷ୍ଟମାନେ ସରଳଚିତ୍ତ ଲୋକକୁ ଅନ୍ଧକାରରେ ବିନ୍ଧିବା ପାଇଁ ଧନୁ ନୁଆଁନ୍ତି, ସେମାନେ ଗୁଣରେ ତୀରଯୁକ୍ତ କରନ୍ତି। Gade chapit la |