ଗୀତସଂହିତା 110:3 - ପବିତ୍ର ବାଇବଲ3 ତୁମ୍ଭ ପରାକ୍ରମର ଦିନରେ, ଯେତେବେଳେ ତୁମ୍ଭର ସୈନ୍ୟବାହିନୀ ଏକତ୍ର ହେବେ, ତୁମ୍ଭ ଲୋକମାନେ ସ୍ୱଇଚ୍ଛାରେ ମିଶିବେ। ପବିତ୍ର ପର୍ବତ ଉପରେ ଅତି ପ୍ରଭାତରେ ସେମାନେ ମିଳିତ ହେବେ। ସେହି ସମସ୍ତ ଯୁବକ ତୁମ୍ଭ ଗ୍ଭରିପଟେ ପଡ଼ିଆରେ କାକର ଟୋପା ପରି ବେଢ଼ି ରହିବେ। Gade chapit laପବିତ୍ର ବାଇବଲ (Re-edited) - (BSI)3 ତୁମ୍ଭ ପରାକ୍ରମର ଦିନରେ ତୁମ୍ଭ ଲୋକମାନେ ସ୍ଵେଚ୍ଛାରେ ଆପଣାମାନଙ୍କୁ ଉତ୍ସର୍ଗ କରନ୍ତି; ପବିତ୍ରତାର ସୌନ୍ଦର୍ଯ୍ୟରେ ଅରୁଣର ଗର୍ଭରୁ ତୁମ୍ଭର ଯୁବକଗଣ ଶିଶିର ତୁଲ୍ୟ ଉତ୍ପନ୍ନ। Gade chapit laଓଡିଆ ବାଇବେଲ3 ତୁମ୍ଭ ପରାକ୍ରମର ଦିନରେ ତୁମ୍ଭ ଲୋକମାନେ ସ୍ୱେଚ୍ଛାରେ ଆପଣାମାନଙ୍କୁ ଉତ୍ସର୍ଗ କରନ୍ତି; ପବିତ୍ରତାର ସୌନ୍ଦର୍ଯ୍ୟରେ ଅରୁଣର ଗର୍ଭରୁ ତୁମ୍ଭର ଯୁବକଗଣ ଶିଶିର ତୁଲ୍ୟ ଉତ୍ପନ୍ନ।” Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ତୁମ୍ଭ ପରାକ୍ରମର ଦିନରେ ତୁମ୍ଭ ଲୋକମାନେ ସ୍ୱେଚ୍ଛାରେ ଆପଣାମାନଙ୍କୁ ଉତ୍ସର୍ଗ କରନ୍ତି; ପବିତ୍ରତାର ସୌନ୍ଦର୍ଯ୍ୟରେ ଅରୁଣର ଗର୍ଭରୁ ତୁମ୍ଭର ଯୁବକଗଣ ଶିଶିର ତୁଲ୍ୟ ଉତ୍ପନ୍ନ। Gade chapit la |