ଗୀତସଂହିତା 112:9 - ପବିତ୍ର ବାଇବଲ9 ଯେଉଁ ଲୋକ ମୁକ୍ତ ଭାବରେ ଦିନହୀନମାନଙ୍କୁ ଦାନ କରେ, ତା'ର ଧର୍ମ ଏକ। ଚିରକାଳସ୍ଥାୟୀ। ସେ ବିଜୟ ଏବଂ ସମ୍ମାନ ପାଇବ। Gade chapit laପବିତ୍ର ବାଇବଲ (Re-edited) - (BSI)9 ସେ ବିତରଣ କରିଅଛି, ସେ ଦୀନହୀନମାନଙ୍କୁ ଦାନ କରିଅଛି; ତାହାର ଧର୍ମ ସଦାକାଳସ୍ଥାୟୀ; ସମ୍ଭ୍ରମରେ ତାହାର ଶୃଙ୍ଗ ଉନ୍ନତ ହେବ। Gade chapit laଓଡିଆ ବାଇବେଲ9 ସେ ବିତରଣ କରିଅଛି, ସେ ଦୀନହୀନମାନଙ୍କୁ ଦାନ କରିଅଛି; ତାହାର ଧର୍ମ ସଦାକାଳସ୍ଥାୟୀ; ସମ୍ଭ୍ରମରେ ତାହାର ଶୃଙ୍ଗ ଉନ୍ନତ ହେବ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ସେ ବିତରଣ କରିଅଛି, ସେ ଦୀନହୀନମାନଙ୍କୁ ଦାନ କରିଅଛି; ତାହାର ଧର୍ମ ସଦାକାଳସ୍ଥାୟୀ; ସମ୍ଭ୍ରମରେ ତାହାର ଶୃଙ୍ଗ ଉନ୍ନତ ହେବ। Gade chapit la |
ତେଣୁ ତୁମ୍ଭେମାନେ ନିଜର ସମସ୍ତ ସମ୍ପତ୍ତି ବିକି ଦେଇ ସେହି ଟଙ୍କା ଗରିବ ଲୋକଙ୍କ ମଧ୍ୟ ବାଣ୍ଟିଦିଅ। ଏ ସଂସାରର ଧନସମ୍ପତ୍ତି ସବୁଦିନ ପାଇଁ ରହିବ ନାହିଁ। ତେଣୁ ସବୁଦିନ ରହି ପାରୁଥିବା ଧନସମ୍ପତ୍ତି ସଂଗ୍ରହ କରା ନିଜ ପାଇଁ ସ୍ୱର୍ଗରେ ଧନସମ୍ପତ୍ତି ସଂଗ୍ରହ କର। ଏହା ଚିରକାଳ ରହିବ। ସ୍ୱର୍ଗରେ ତୁମ୍ଭମାନଙ୍କ ସମ୍ପତ୍ତିକୁ କେହି ଗ୍ଭେରେଇ ନେଇ ପାରିବ ନାହିଁ କି ତାକୁ କୀଟ ନଷ୍ଟ କରି ପାରିବ ନାହିଁ।
“ଏଣୁ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର କହନ୍ତି, ତୁମ୍ଭ ଗୃହରୁ ଓ ତୁମ୍ଭ ପିତୃଗୃହରୁ ଚିରଦିନ ପାଇଁ ମୋର ଯାଜକ ହେବ ବୋଲି ମୁଁ ପ୍ରତିଜ୍ଞା କଲି। କିନ୍ତୁ ଏବେ ସଦାପ୍ରଭୁ କହନ୍ତି, ‘ତାହା ଆଉ କେବେ ଘଟିବ ନାହିଁ। କାରଣ ଯେଉଁମାନେ ମୋତେ ସମ୍ମାନ କରନ୍ତି, ମୁଁ ସେମାନଙ୍କୁ ସମ୍ମାନ କରିବି। କିନ୍ତୁ ଯେଉଁମାନେ ମୋତେ ତୁଚ୍ଛଜ୍ଞାନ କରନ୍ତି, ସେମାନଙ୍କୁ ଅସମ୍ମାନ କରାଯିବ।