ଗୀତସଂହିତା 118:1 - ପବିତ୍ର ବାଇବଲ1 ସଦାପ୍ରଭୁଙ୍କ ପ୍ରଶଂସା କର କାରଣ ସେ ମଙ୍ଗଳମୟ ପରମେଶ୍ୱର ଅଟନ୍ତି। ତାଙ୍କର ସ୍ନେହପୂର୍ଣ୍ଣ କରୁଣା ଅନନ୍ତକାଳସ୍ଥାୟୀ। Gade chapit laପବିତ୍ର ବାଇବଲ (Re-edited) - (BSI)1 ସଦାପ୍ରଭୁଙ୍କୁ ଧନ୍ୟବାଦ ଦିଅ, କାରଣ ସେ ମଙ୍ଗଳମୟ; ହଁ; ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ। Gade chapit laଓଡିଆ ବାଇବେଲ1 ସଦାପ୍ରଭୁଙ୍କୁ ଧନ୍ୟବାଦ ଦିଅ, କାରଣ ସେ ମଙ୍ଗଳମୟ; ହଁ; ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ସଦାପ୍ରଭୁଙ୍କୁ ଧନ୍ୟବାଦ ଦିଅ, କାରଣ ସେ ମଙ୍ଗଳମୟ; ହଁ; ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ। Gade chapit la |
ସଦାପ୍ରଭୁ କହନ୍ତି, ଏଠାରେ ତୁମ୍ଭେମାନେ ଆନନ୍ଦ ଧ୍ୱନି ଓ ହର୍ଷନାଦ, ବର କନ୍ୟାଙ୍କର ହର୍ଷଧ୍ୱନି, ସଦାପ୍ରଭୁଙ୍କର ପ୍ରଶଂସା ଗାନର କୋଳାହଳ ପାଇବ। ସେମାନେ କହିବେ, ‘ସଦାପ୍ରଭୁ ମଙ୍ଗଳମୟ ଓ ତାଙ୍କର କରୁଣା ସଦାକାଳ ସ୍ଥାୟୀ।’ ତେଣୁ ତାଙ୍କର ଧନ୍ୟବାଦ କର। ପୁଣି ସଦାପ୍ରଭୁଙ୍କ ଗୃହକୁ ଧନ୍ୟବାଦସ୍ୱରୂପ ବଳି ଆଣିବାର ଶବ୍ଦ ଶୁଣାଯିବ। ଏହା ହେବ କାରଣ ଆମ୍ଭେ ଆପଣା ଲୋକମାନଙ୍କର ଭାଗ୍ୟ ପରିବର୍ତ୍ତନ କରିବା। ସେଥିପାଇଁ ସବୁକିଛି ପୂର୍ବରୁ ଯେପରି ଥିଲା, ସେପରି ହୋଇଯିବ।”