ଗୀତସଂହିତା 118:12 - ପବିତ୍ର ବାଇବଲ12 ଶତ୍ରୁମାନେ ମହୁମାଛି ଦଳ ପରି ମୋର ଚତୁର୍ପାର୍ଶ୍ୱରେ ବାରମ୍ବାର ଘେରିଗଲେ। କିନ୍ତୁ ସେମାନେ କଣ୍ଟା ବୁଦାର ନିଆଁ ପରି ଶୀଘ୍ର ନଷ୍ଟ ହେଲେ। ମୁଁ ସଦାପ୍ରଭୁଙ୍କ ଶକ୍ତିରେ ସେମାନଙ୍କୁ ପରାସ୍ତ କଲି। Gade chapit laପବିତ୍ର ବାଇବଲ (Re-edited) - (BSI)12 ସେମାନେ ମଧୁମକ୍ଷିକା ପରି ମୋତେ ଚାରିଆଡ଼େ ଘେରିଲେ; ସେମାନେ କଣ୍ଟା ନିଆଁ ପରି ନିଭି ଯାଇଅଛନ୍ତି; Gade chapit laଓଡିଆ ବାଇବେଲ12 ସେମାନେ ମହୁମାଛି ପରି ମୋତେ ଚାରିଆଡ଼େ ଘେରିଲେ; ସେମାନେ କଣ୍ଟା ନିଆଁ ପରି ନିଭି ଯାଇଅଛନ୍ତି; ସଦାପ୍ରଭୁଙ୍କ ନାମରେ ମୁଁ ସେମାନଙ୍କୁ ଉଚ୍ଛିନ୍ନ କରିବି। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ସେମାନେ ମହୁମାଛି ପରି ମୋତେ ଚାରିଆଡ଼େ ଘେରିଲେ; ସେମାନେ କଣ୍ଟା ନିଆଁ ପରି ଲିଭି ଯାଇଅଛନ୍ତି; ସଦାପ୍ରଭୁଙ୍କ ନାମରେ ମୁଁ ସେମାନଙ୍କୁ ଉଚ୍ଛିନ୍ନ କରିବି। Gade chapit la |