Biblia Todo Logo
Bib sou entènèt

- Piblisite -




ଗୀତସଂହିତା 118:14 - ପବିତ୍ର ବାଇବଲ

14 ଯାହାଙ୍କୁ ମୁଁ ଗୀତରେ ଏବଂ ସ୍ତୁତିରେ ପ୍ରଶଂସା କରେ, ସେ ହିଁ ସଦାପ୍ରଭୁ, ମୋର ଶକ୍ତି ଓ ସୁରକ୍ଷା। ସଦାପ୍ରଭୁ ମୋତେ ରକ୍ଷା କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

14 ସଦାପ୍ରଭୁ ମୋହର ବଳ ଓ ଗାନ; ପୁଣି, ସେ ମୋହର ପରିତ୍ରାଣ ହୋଇଅଛନ୍ତି।

Gade chapit la Kopi

ଓଡିଆ ବାଇବେଲ

14 ସଦାପ୍ରଭୁ ମୋହର ବଳ ଓ ଗାନ; ପୁଣି, ସେ ମୋହର ପରିତ୍ରାଣ ହୋଇଅଛନ୍ତି।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

14 ସଦାପ୍ରଭୁ ମୋହର ବଳ ଓ ଗାନ; ପୁଣି, ସେ ମୋହର ପରିତ୍ରାଣ ହୋଇଅଛନ୍ତି।

Gade chapit la Kopi




ଗୀତସଂହିତା 118:14
7 Referans Kwoze  

ପରମେଶ୍ୱର ମୋର ତ୍ରାଣକର୍ତ୍ତା। ମୁଁ ତାଙ୍କୁ ବିଶ୍ୱାସ କରେ। କିନ୍ତୁ ତାଙ୍କୁ ଭୟ କରେ ନାହିଁ। କାରଣ ସେ ମୋତେ ରକ୍ଷା କରନ୍ତି। ଯିହୋବାଃ ସଦାପ୍ରଭୁ ମୋର ବଳ ଓ ତ୍ରାଣକର୍ତ୍ତା। ତେଣୁ ତାଙ୍କର ପ୍ରଶଂସା ଗାନ କରିବି।”


ହେ ସଦାପ୍ରଭୁ, ତୁମ୍ଭେ ମୋର ଶୈଳ, ମୋ’ ନିରାପତ୍ତାରେ ଆଶ୍ରୟସ୍ଥଳ। ମୋର ପରମେଶ୍ୱର ମୋ’ ପାଇଁ ଶୈଳ ସଦୃଶ ଦୃଢ଼। ମୁଁ ତାଙ୍କରି ନିକଟକୁ ରକ୍ଷା ପାଇଁ ଦୌଡ଼ି ଯାଏ। ପରମେଶ୍ୱର ମୋର ଢାଲ ସଦୃଶ। ତାଙ୍କର ଶକ୍ତି ମୋର ରକ୍ଷା ଶୃଙ୍ଗ। ସଦାପ୍ରଭୁ ଉଚ୍ଚ ପର୍ବତରେ ମୋର ଲୁଚିବା ସ୍ଥାନର ଆଶ୍ରୟସ୍ଥଳ।


ହେ ସଦାପ୍ରଭୁ, ତୁମ୍ଭେ ମୋର ଆଲୋକବର୍ତ୍ତିକା ଓ ମୋର ତ୍ରାଣକର୍ତ୍ତା। ମୁଁ ତାହାଦ୍ୱାରା ଭୟଭୀତ ହେବି ନାହିଁ। ସଦାପ୍ରଭୁଙ୍କ ଆଶ୍ରୟସ୍ଥଳ ମୋ’ ପାଇଁ ସବୁଠାରୁ ନିରାପଦସ୍ଥଳ। ତେଣୁ ମୁଁ କାହାରିକୁ ଭୟ କରିବି ନାହିଁ।


ମାତ୍ର ଇସ୍ରାଏଲ ସଦାପ୍ରଭୁଙ୍କ ଦ୍ୱାରା ଅନନ୍ତକାଳସ୍ଥାୟୀ ପରିତ୍ରାଣ ପାଇବ; ତୁମ୍ଭେମାନେ ଯୁଗ ଯୁଗାନ୍ତ ଯାଏ ଲଜ୍ଜିତ କିମ୍ବା ବିବ୍ରତ ହେବ ନାହିଁ।


Swiv nou:

Piblisite


Piblisite