Biblia Todo Logo
Bib sou entènèt

- Piblisite -




ଗୀତସଂହିତା 118:18 - ପବିତ୍ର ବାଇବଲ

18 ସଦାପ୍ରଭୁ ମୋତେ ବୃହତ୍ ଶାସ୍ତି ଦେଇଅଛନ୍ତି। ମାତ୍ର ସେ ମୋତେ ମରିବାକୁ ଦେଲେ ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

18 ସଦାପ୍ରଭୁ ମୋତେ ଭାରୀ ଶାସ୍ତି ଦେଇଅଛନ୍ତି; ମାତ୍ର ସେ ମୃତ୍ୟୁ ହସ୍ତରେ ମୋତେ ସମର୍ପି ଦେଇ ନାହାନ୍ତି।

Gade chapit la Kopi

ଓଡିଆ ବାଇବେଲ

18 ସଦାପ୍ରଭୁ ମୋତେ ଭାରୀ ଶାସ୍ତି ଦେଇଅଛନ୍ତି; ମାତ୍ର ସେ ମୃତ୍ୟୁୁ ହସ୍ତରେ ମୋତେ ସମର୍ପି ଦେଇ ନାହାନ୍ତି।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

18 ସଦାପ୍ରଭୁ ମୋତେ ଭାରୀ ଶାସ୍ତି ଦେଇଅଛନ୍ତି; ମାତ୍ର ସେ ମୃତ୍ୟୁୁ ହସ୍ତରେ ମୋତେ ସମର୍ପି ଦେଇ ନାହାନ୍ତି।

Gade chapit la Kopi




ଗୀତସଂହିତା 118:18
14 Referans Kwoze  

ପ୍ରଭୁ ଯେତେବେଳେ ଆମ୍ଭର ବିଗ୍ଭର କରନ୍ତି, ସେ ଠିକ୍ ବାଟ ଦେଖାଇବା ଲାଗି ଆମ୍ଭ ପ୍ରତି ଦଣ୍ଡ ବିଧାନ କରନ୍ତି। ଆମ୍ଭେ ଯେପରି ଜଗତର ଅବଶିଷ୍ଟ ଲୋକମାନଙ୍କ ସହିତ ଦଣ୍ଡାଜ୍ଞା ପାଇବୁ ନାହିଁ, ସେଥିଲାଗି ସେ ଏପରି କରନ୍ତି।


ଆମ୍ଭେ ଜନପ୍ରିୟ ହୋଇ ଥିଲେ ମଧ୍ୟ କେତେକଙ୍କ ପାଇଁ ଅଜଣା। ଆମ୍ଭକୁ ମୃତ ତୁଲ୍ୟ ଧରା ଯାଏ, କିନ୍ତୁ ଦେଖ, ଆମ୍ଭେ ଜୀବିତ ରହିଛୁ। ଆମ୍ଭକୁ ଦଣ୍ଡ ଦିଆ ଯାଏ, କିନ୍ତୁ ମାରି ଦିଆ ଯାଏ ନାହିଁ।


ମୁଁ ସମୁଦ୍ରର ତଳ ଦେଶରେ ଥିଲି ଯେଉଁଠାରୁ ପର୍ବତ ଆରମ୍ଭ ହୋଇଛି। ମୁଁ ଭାବିଲି ମୁଁ ଚିରଦିନ ପାଇଁ ସେହି ବନ୍ଦୀଶାଳାରେ ତାଲା ପଡ଼ି ରହିଲି। କିନ୍ତୁ ମୋର ସଦାପ୍ରଭୁ ମୋତେ କବରରୁ ବାହାର କରି ଆଣିଲେ। ହେ ପରମେଶ୍ୱର, ତୁମ୍ଭେ ମୋତେ ପୁନର୍ବାର ଜୀବନ ଦେଲ।


ତେଣୁ ‌‌ଖ‌ଡ଼୍‌ଗ ତୁମ୍ଭର ପରିବାରର ଜୀବନ ନେବା ଚିରଦିନ ଗ୍ଭଲୁରଖିବ। କାରଣ ହିତ୍ତୀୟ ଊରିୟର ସ୍ତ୍ରୀକୁ ନେଇ ତୁମ୍ଭର ସ୍ତ୍ରୀ କରି ମୋତେ ତୁଚ୍ଛ ଜ୍ଞାନ କରିଅଛ।’


ଦୁର୍ଭିକ୍ଷ ସମୟରେ ପରମେଶ୍ୱର ତୁମ୍ଭକୁ ମୃତ୍ୟୁ ମୁଖରୁ ରକ୍ଷା କରି ପାରିବେ। ଯୁଦ୍ଧ ସମୟରେ ତୁମ୍ଭକୁ ‌‌ଖ‌ଡ଼୍‌ଗ ମୁଖରୁ ବଞ୍ଚାଇ ପାରିବେ।


Swiv nou:

Piblisite


Piblisite