Biblia Todo Logo
Bib sou entènèt

- Piblisite -




ଗୀତସଂହିତା 118:29 - ପବିତ୍ର ବାଇବଲ

29 ସଦାପ୍ରଭୁଙ୍କର ପ୍ରଶଂସା କର, କାରଣ ସେ ମଙ୍ଗଳମୟ। ହଁ, ତାଙ୍କର ସ୍ନେହପୂର୍ଣ୍ଣ କରୁଣା ଅନନ୍ତକାଳସ୍ଥାୟୀ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

29 ସଦାପ୍ରଭୁଙ୍କୁ ଧନ୍ୟବାଦ ଦିଅ; କାରଣ ସେ ମଙ୍ଗଳମୟ; ହଁ, ତାହାଙ୍କର କରୁଣା ଅନନ୍ତକାଳସ୍ଥାୟୀ।

Gade chapit la Kopi

ଓଡିଆ ବାଇବେଲ

29 ସଦାପ୍ରଭୁଙ୍କୁ ଧନ୍ୟବାଦ ଦିଅ; କାରଣ ସେ ମଙ୍ଗଳମୟ; ହଁ, ତାହାଙ୍କର କରୁଣା ଅନନ୍ତକାଳସ୍ଥାୟୀ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

29 ସଦାପ୍ରଭୁଙ୍କୁ ଧନ୍ୟବାଦ ଦିଅ; କାରଣ ସେ ମଙ୍ଗଳମୟ; ହଁ, ତାହାଙ୍କର କରୁଣା ଅନନ୍ତକାଳସ୍ଥାୟୀ।

Gade chapit la Kopi




ଗୀତସଂହିତା 118:29
5 Referans Kwoze  

ସେମାନେ ସଦାପ୍ରଭୁଙ୍କ ପ୍ରଶଂସା ଓ ଧନ୍ୟବାଦ ଦେଇ ଏକ ଆରେକ ପ୍ରତି ଗାନ କରି କହିଲେ, “ସେ ମଙ୍ଗଳମୟ, ଯେହେତୁ ଇସ୍ରାଏଲ ପ୍ରତି ତାହାଙ୍କର କରୁଣା ଅନନ୍ତକାଳସ୍ଥାୟୀ।” ଆଉ ସଦାପ୍ରଭୁଙ୍କ ମନ୍ଦିରର ଭିତ୍ତିମୂଳ ବସାଯିବା ସକାଶୁ ସେମାନେ ସଦାପ୍ରଭୁଙ୍କର ପ୍ରଶଂସା କରିବା ବେଳେ ସମଗ୍ର ଲୋକ ଉଚ୍ଚସ୍ୱରରେ ଜୟଧ୍ୱନି କଲେ।


ସଦାପ୍ରଭୁଙ୍କ ପ୍ରଶଂସା କର କାରଣ ସେ ମଙ୍ଗଳମୟ ପରମେଶ୍ୱର ଅଟନ୍ତି। ତାଙ୍କର ସ୍ନେହପୂର୍ଣ୍ଣ କରୁଣା ଅନନ୍ତକାଳସ୍ଥାୟୀ।


କିନ୍ତୁ ସଦାପ୍ରଭୁ ସର୍ବଦା ତାଙ୍କର ସମ୍ମାନକାରୀମାନଙ୍କୁ ପ୍ରେମ କରନ୍ତି, ତାଙ୍କର ସେହି ସ୍ନେହ ଅନାଦିକାଳରୁ ଅନନ୍ତକାଳ ଲାଗି ରହିଥାଏ। ପରମେଶ୍ୱର ସେମାନଙ୍କୁ ଓ ସେମାନଙ୍କର ସନ୍ତାନ ସନ୍ତତି ପ୍ରତି ମଙ୍ଗଳ କରନ୍ତି।


ଆମ୍ଭେ ସଦାପ୍ରଭୁଙ୍କର ସ୍ନେହପୂର୍ଣ୍ଣ କରୁଣାସବୁ କୀର୍ତ୍ତନ କରିବା ଓ ସଦାପ୍ରଭୁ ଆମ୍ଭମାନଙ୍କର ଯେ ସବୁ ଉପକାର କରିଅଛନ୍ତି, ପୁଣି ନିଜର ନାନାବିଧ ଦୟା ଓ ଅପାର ସ୍ନେହପୂର୍ଣ୍ଣ କରୁଣା ଅନୁସାରେ ଇସ୍ରାଏଲ ବଂଶର ଯେଉଁ ପ୍ରଚୁର ମଙ୍ଗଳ କରିଅଛନ୍ତି, ତଦନୁସାରେ ଆମ୍ଭେ ସଦାପ୍ରଭୁଙ୍କର ପ୍ରଶଂସା ଗାନ କରିବା।


ହେ ସଦାପ୍ରଭୁଙ୍କର ଉପାସନା କରୁଥିବା ଲୋକମାନେ, ଏହା କୁହ, “ତାହାଙ୍କ ସ୍ନେହପୂର୍ଣ୍ଣ କରୁଣା ଅନନ୍ତକାଳସ୍ଥାୟୀ।”


Swiv nou:

Piblisite


Piblisite