Biblia Todo Logo
Bib sou entènèt

- Piblisite -




ଗୀତସଂହିତା 118:3 - ପବିତ୍ର ବାଇବଲ

3 ହାରୋଣର ପରିବାରବର୍ଗ ବର୍ତ୍ତମାନ ଏବେ ଏହା କୁହନ୍ତୁ ଯେ, “ତାଙ୍କର ସ୍ନେହପୂର୍ଣ୍ଣ କରୁଣା ଅନନ୍ତକାଳସ୍ଥାୟୀ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

3 ହାରୋଣ-ବଂଶ ଏବେ କହନ୍ତୁ ଯେ, ତାହାଙ୍କ କରୁଣା ଅନନ୍ତକାଳସ୍ଥାୟୀ।

Gade chapit la Kopi

ଓଡିଆ ବାଇବେଲ

3 ହାରୋଣ-ବଂଶ ଏବେ କହନ୍ତୁ ଯେ, “ତାହାଙ୍କ କରୁଣା ଅନନ୍ତକାଳସ୍ଥାୟୀ।”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ହାରୋଣ-ବଂଶ ଏବେ କହନ୍ତୁ ଯେ, ତାହାଙ୍କ କରୁଣା ଅନନ୍ତକାଳସ୍ଥାୟୀ।

Gade chapit la Kopi




ଗୀତସଂହିତା 118:3
6 Referans Kwoze  

ଅତଏବ ତାହାଙ୍କ ପାଖକୁ ଆସ। ତୁମ୍ଭେମାନେ ମଧ୍ୟ ଜୀବନ୍ତ ପଥର ଭଳି। ପରମେଶ୍ୱର ଗୋଟିଏ ଆଧ୍ୟାତ୍ମିକ ମନ୍ଦିର ନିର୍ମାଣ କରୁଛନ୍ତି। ସେହି ମନ୍ଦିରରେ ପରମେଶ୍ୱରଙ୍କ ଦ୍ୱାରା ଯୀଶୁ ଖ୍ରୀଷ୍ଟଙ୍କ ମାଧ୍ୟମରେ ଗୃହୀତ ହେବା ଭଳି ଆଧ୍ୟାତ୍ମିକ ବଳିଦାନ ଉତ୍ସର୍ଗ କରି ପବିତ୍ର ଯାଜକ ହେବା ପାଇଁ, ନିଜକୁ ନିୟୋଜିତ କର।


ଯୀଶୁ ଆମ୍ଭମାନଙ୍କୁ ଗୋଟିଏ ରାଜ୍ୟ ସ୍ୱରୂପ କରିଛନ୍ତି ଓ ସେ ଆମ୍ଭମାନଙ୍କୁ ତାହାଙ୍କ ପିତା ପରମେଶ୍ୱରଙ୍କର ସେବାରେ ଯାଜକ ରୂପେ ନିଯୁକ୍ତ କରିଛନ୍ତି। ତାହାଙ୍କର ଗୌରବ ଓ ପରାକ୍ରମ ଯୁଗେ ଯୁଗେ ହେଉ। ଆମେନ୍।


ହେ ହାରୋଣ ପରିବାର, ସଦାପ୍ରଭୁଙ୍କଠାରେ ବିଶ୍ୱାସ କର। ସଦାପ୍ରଭୁ ହେଉଛନ୍ତି ସେମାନଙ୍କର ଶକ୍ତି ଓ ଢାଲ।


Swiv nou:

Piblisite


Piblisite