ଗୀତସଂହିତା 118:7 - ପବିତ୍ର ବାଇବଲ7 ସଦାପ୍ରଭୁ ମୋର ସାହାଯ୍ୟକାରୀ। ମୁଁ ମୋର ଶତ୍ରୁମାନଙ୍କର ପରାସ୍ତ ଦେଖିବି। Gade chapit laପବିତ୍ର ବାଇବଲ (Re-edited) - (BSI)7 ମୋହର ସହାୟମାନଙ୍କ ସହିତ ସଦାପ୍ରଭୁ ମୋହର ସପକ୍ଷ; ଏହେତୁ ମୁଁ ଆପଣା ଘୃଣାକାରୀମାନଙ୍କ ଉପରେ ଆପଣା ବାଞ୍ଛାର ସିଦ୍ଧି ଦେଖିବି। Gade chapit laଓଡିଆ ବାଇବେଲ7 ମୋହର ସହାୟମାନଙ୍କ ସହିତ ସଦାପ୍ରଭୁ ମୋହର ସପକ୍ଷ; ଏହେତୁ ମୁଁ ଆପଣା ଘୃଣାକାରୀମାନଙ୍କ ଉପରେ ଆପଣା ବାଞ୍ଛାର ସିଦ୍ଧି ଦେଖିବି। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ମୋହର ସହାୟମାନଙ୍କ ସହିତ ସଦାପ୍ରଭୁ ମୋହର ସପକ୍ଷ; ଏହେତୁ ମୁଁ ଆପଣା ଘୃଣାକାରୀମାନଙ୍କ ଉପରେ ଆପଣା ବାଞ୍ଛାର ସିଦ୍ଧି ଦେଖିବି। Gade chapit la |
ଅମାସୟ ତିରିଶ୍ ବୀରଙ୍କର ନେତା ଥିଲେ। ଏହା ପରେ, ଆତ୍ମା ଅମାସୟଙ୍କ ଉପରେ ଅବତରଣ କଲେ, ଓ ସେ କହିଲେ, “ହେ ଦାଉଦ, ଆମ୍ଭେମାନେ ତୁମ୍ଭର ଅଟୁ! ହେ ଯିଶୀଙ୍କ ପୁତ୍ର, ଆମ୍ଭେମାନେ ତୁମ୍ଭ ସହିତରେ ଅଛୁ! ତୁମ୍ଭ ପ୍ରତି, ଶାନ୍ତି ବର୍ତ୍ତୁ! ଯେଉଁ ଲୋକମାନେ ତୁମ୍ଭକୁ ସାହାଯ୍ୟ କରନ୍ତି, ସେହି ସମସ୍ତଙ୍କ ପ୍ରତି ଶାନ୍ତି ବର୍ତ୍ତୁ। କାରଣ ତୁମ୍ଭର ପରମେଶ୍ୱର ତୁମ୍ଭକୁ ସାହାଯ୍ୟ କରନ୍ତି!” ତେଣୁ ଦାଉଦ ଏହି ଲୋକମାନଙ୍କୁ ତାଙ୍କ ଦିନରେ ସ୍ୱାଗତ କଲେ ଓ ସେମାନଙ୍କୁ ବିଭିନ୍ନ ସେନାଦଳର ଦାୟିତ୍ୱରେ ରଖିଲେ।