ଗୀତସଂହିତା 119:102 - ପବିତ୍ର ବାଇବଲ102 ସଦାପ୍ରଭୁ ମୁଁ ତୁମ୍ଭର ଶାସନରୁ ଫେରି ନାହିଁ, କାରଣ ତୁମ୍ଭେ ନିଜେ ମୋତେ ଶିକ୍ଷା ଦେଇଅଛ। Gade chapit laପବିତ୍ର ବାଇବଲ (Re-edited) - (BSI)102 ମୁଁ ତୁମ୍ଭ ଶାସନରୁ ବିମୁଖ ହୋଇ ନାହିଁ; କାରଣ ତୁମ୍ଭେ ମୋତେ ଶିକ୍ଷା ଦେଇଅଛ। Gade chapit laଓଡିଆ ବାଇବେଲ102 ମୁଁ ତୁମ୍ଭ ଶାସନରୁ ବିମୁଖ ହୋଇ ନାହିଁ; କାରଣ ତୁମ୍ଭେ ମୋତେ ଶିକ୍ଷା ଦେଇଅଛ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT102 ମୁଁ ତୁମ୍ଭ ଶାସନରୁ ବିମୁଖ ହୋଇ ନାହିଁ; କାରଣ ତୁମ୍ଭେ ମୋତେ ଶିକ୍ଷା ଦେଇଅଛ। Gade chapit la |
ଖ୍ରୀଷ୍ଟ ତୁମ୍ଭମାନଙ୍କୁ ଏକ ବିଶେଷ ଦାନ ଦେଇଛନ୍ତି, ତାହା ତୁମ୍ଭଠାରେ ଏପର୍ଯ୍ୟନ୍ତ ଅଛି। ଏଥିପାଇଁ ତୁମ୍ଭର କାହାଠାରୁ ଶିକ୍ଷା ନେବା ଆବଶ୍ୟକ ନାହିଁ। ମାତ୍ର ତାହାଙ୍କଠାରୁ ପ୍ରାପ୍ତ ସେହି ଦାନ ତୁମ୍ଭକୁ ସମସ୍ତ ବିଷୟରେ ଶିକ୍ଷା ଦେଉଛି। ସେ ତୁମ୍ଭକୁ ଦେଇଥିବା ସେହି ଦାନ ସତ୍ୟ ଅଟେ, ମିଥ୍ୟା ନୁହେଁ। ତେଣୁ ତାହାଙ୍କର ସେହି ଦାନର ଶିକ୍ଷାନୁସାରେ ତୁମ୍ଭେମାନେ ଖ୍ରୀଷ୍ଟଙ୍କଠାରେ ଆଉ ଜୀବନଯାପନ କର।