ଗୀତସଂହିତା 119:12 - ପବିତ୍ର ବାଇବଲ12 ସଦାପ୍ରଭୁ, ମୁଁ ତୁମ୍ଭଙ୍କୁ ପ୍ରଶଂସା କରେ। ତୁମ୍ଭର ବ୍ୟବସ୍ଥା ମୋତେ ଶିଖାଅ। Gade chapit laପବିତ୍ର ବାଇବଲ (Re-edited) - (BSI)12 ହେ ସଦାପ୍ରଭୋ, ତୁମ୍ଭେ ଧନ୍ୟ; ତୁମ୍ଭର ବିଧିସବୁ ମୋତେ ଶିଖାଅ। Gade chapit laଓଡିଆ ବାଇବେଲ12 ହେ ସଦାପ୍ରଭୁ, ତୁମ୍ଭେ ଧନ୍ୟ; ତୁମ୍ଭର ବିଧିସବୁ ମୋତେ ଶିଖାଅ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ହେ ସଦାପ୍ରଭୋ, ତୁମ୍ଭେ ଧନ୍ୟ; ତୁମ୍ଭର ବିଧିସବୁ ମୋତେ ଶିଖାଅ। Gade chapit la |
ଖ୍ରୀଷ୍ଟ ତୁମ୍ଭମାନଙ୍କୁ ଏକ ବିଶେଷ ଦାନ ଦେଇଛନ୍ତି, ତାହା ତୁମ୍ଭଠାରେ ଏପର୍ଯ୍ୟନ୍ତ ଅଛି। ଏଥିପାଇଁ ତୁମ୍ଭର କାହାଠାରୁ ଶିକ୍ଷା ନେବା ଆବଶ୍ୟକ ନାହିଁ। ମାତ୍ର ତାହାଙ୍କଠାରୁ ପ୍ରାପ୍ତ ସେହି ଦାନ ତୁମ୍ଭକୁ ସମସ୍ତ ବିଷୟରେ ଶିକ୍ଷା ଦେଉଛି। ସେ ତୁମ୍ଭକୁ ଦେଇଥିବା ସେହି ଦାନ ସତ୍ୟ ଅଟେ, ମିଥ୍ୟା ନୁହେଁ। ତେଣୁ ତାହାଙ୍କର ସେହି ଦାନର ଶିକ୍ଷାନୁସାରେ ତୁମ୍ଭେମାନେ ଖ୍ରୀଷ୍ଟଙ୍କଠାରେ ଆଉ ଜୀବନଯାପନ କର।