Biblia Todo Logo
Bib sou entènèt

- Piblisite -




ଗୀତସଂହିତା 119:3 - ପବିତ୍ର ବାଇବଲ

3 ସେହି ଲୋକମାନେ କୌଣସି ଅଧର୍ମ କାର୍ଯ୍ୟ କରନ୍ତି ନାହିଁ, କିନ୍ତୁ ସେମାନେ ସଦାପ୍ରଭୁଙ୍କ ପଥ ଅନୁସରଣ କରନ୍ତି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

3 ସେମାନେ କୌଣସି ଅଧର୍ମ କରନ୍ତି ନାହିଁ ; ସେମାନେ ତାହାଙ୍କ ପଥରେ ଗମନ କରନ୍ତି।

Gade chapit la Kopi

ଓଡିଆ ବାଇବେଲ

3 ସେମାନେ କୌଣସି ଅଧର୍ମ କରନ୍ତି ନାହିଁ; ସେମାନେ ତାହାଙ୍କ ପଥରେ ଗମନ କରନ୍ତି।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ସେମାନେ କୌଣସି ଅଧର୍ମ କରନ୍ତି ନାହିଁ; ସେମାନେ ତାହାଙ୍କ ପଥରେ ଗମନ କରନ୍ତି।

Gade chapit la Kopi




ଗୀତସଂହିତା 119:3
5 Referans Kwoze  

ଆମ୍ଭେ ଜାଣୁ ଯେ, ପରମେଶ୍ୱରଙ୍କର ସନ୍ତାନ ହୋଇଥିବା ବ୍ୟକ୍ତି ଆଉ ପାପରେ ଲିପ୍ତ ରହେ ନାହିଁ। ବରଂ ପରମେଶ୍ୱରଙ୍କ ପୁତ୍ର ତାହାକୁ ରକ୍ଷା କରନ୍ତି ଏବଂ ପାପାତ୍ମା ତା'ର କିଛି କ୍ଷତି କରିପାରେ ନାହିଁ।


ପରମେଶ୍ୱରଙ୍କର ସନ୍ତାନ ହେବା ଲୋକ ଆଉ ପାପ କରେ ନାହିଁ, କାରଣ ଯେଉଁ ନୂଆ ଜୀବନ ପରମେଶ୍ୱର ସେହି ଲୋକକୁ ଦିଅନ୍ତି, ତାହା ତା'ଠାରେ ଥାଏ। ତେଣୁ ସେ ଆଉ ପାପ କରିପାରେ ନାହିଁ ଯେହେତୁ ସେ ପରମେଶ୍ୱରଙ୍କର ସନ୍ତାନ ହୋଇସାରିଥାଏ।


ଯଦି ସେହି ଲୋକମାନେ ପରମେଶ୍ୱରଙ୍କ କଥା ଶୁଣନ୍ତି ଓ ତାଙ୍କୁ ମାନନ୍ତି, ତା'ହେଲେ ପରମେଶ୍ୱର ତାଙ୍କୁ ସଫଳ କରାଇବେ ଏବଂ ସେମାନେ ସୁଖ ଶାନ୍ତିରେ ଜୀବନ କଟାଇବେ।


କେବଳ ଆମ୍ଭେ ଏତିକି ଆଜ୍ଞା କରିଥିଲୁ, ‘ତୁମ୍ଭେମାନେ ଆମ୍ଭ ଆଜ୍ଞା ପାଳନ କରିବ, ଆମ୍ଭେ ତୁମ୍ଭର ପରମେଶ୍ୱର ହେବା ଓ ତୁମ୍ଭେମାନେ ଆମ୍ଭର ଲୋକ ହେବ। ଆମ୍ଭେ ଯେଉଁ ଆଜ୍ଞା କରିବୁ, ତୁମ୍ଭେମାନେ ସେହି ପଥରେ ଗ୍ଭଲିଲେ ତୁମ୍ଭମାନଙ୍କର ମଙ୍ଗଳ ହେବ।’


ସେ ଦୀନଦରିଦ୍ରକୁ ସାହାଯ୍ୟ କରେ, ସୁଧ ନ ନେଇ ଲୋକଙ୍କୁ ସେ ଯଦି ଋଣ ଦିଏ, ଆଉ ଆମ୍ଭର ଶାସନ ସକଳ ବିଧି ଅନୁସରଣ କରେ ଓ ମୋର ନୀତି ନିୟମ ଅନୁସାରେ ଜୀବନ ଧାରଣ କରେ, ସେ ଆପଣା ପିତାର ପାପ ସକାଶେ ମରିବ ନାହିଁ, ସେ ନିଶ୍ଚୟ ବଞ୍ଚିବ।


Swiv nou:

Piblisite


Piblisite