ଗୀତସଂହିତା 119:4 - ପବିତ୍ର ବାଇବଲ4 ହେ ସଦାପ୍ରଭୁ, ତୁମ୍ଭେ ଆପଣା ନିର୍ଦ୍ଦେଶସବୁ ଏବଂ ବିଧାନସବୁକୁ ସତର୍କ ରୂପେ ମାନିବା ପାଇଁ ନିର୍ଦ୍ଦେଶ ଦେଇଅଛ। Gade chapit laପବିତ୍ର ବାଇବଲ (Re-edited) - (BSI)4 ଆମ୍ଭେମାନେ ଯନିପୂର୍ବକ ଯେପରି ତୁମ୍ଭର ବିଧାନସବୁ ପାଳନ କରିବା, ଏଥିପାଇଁ ତୁମ୍ଭେ ତାହାସବୁ ଆଜ୍ଞା କରିଅଛ। Gade chapit laଓଡିଆ ବାଇବେଲ4 ଆମ୍ଭେମାନେ ଯତ୍ନପୂର୍ବକ ଯେପରି ତୁମ୍ଭର ବିଧାନସବୁ ପାଳନ କରିବା, ଏଥିପାଇଁ ତୁମ୍ଭେ ତାହାସବୁ ଆଜ୍ଞା କରିଅଛ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ଆମ୍ଭେମାନେ ଯତ୍ନପୂର୍ବକ ଯେପରି ତୁମ୍ଭର ବିଧାନସବୁ ପାଳନ କରିବା, ଏଥିପାଇଁ ତୁମ୍ଭେ ତାହାସବୁ ଆଜ୍ଞା କରିଅଛ। Gade chapit la |
ମୁଁ ତୁମ୍ଭମାନଙ୍କୁ ନିର୍ଦ୍ଦେଶ ଦେଉଛି, ତୁମ୍ଭେମାନେ ସଦାପ୍ରଭୁ ତୁମ୍ଭର ପରମେଶ୍ୱରଙ୍କୁ ପ୍ରେମ କର। ତୁମ୍ଭେମାନେ ତାଙ୍କୁ ଅନୁସରଣ କରି ତାଙ୍କର ବାକ୍ୟମାନ, ନିୟମ ବିଧି ପାଳନ କର। ତେବେ ତୁମ୍ଭେମାନେ ବଞ୍ଚିବ ଏବଂ ତୁମ୍ଭର ଜାତି ବଢ଼ିବ। ପୁଣି ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ତୁମ୍ଭମାନଙ୍କୁ ଦେଉଥିବା ଦେଶରେ ତୁମ୍ଭକୁ ଆଶୀର୍ବାଦ କରିବେ, ଯେଉଁଠାକୁ ତୁମ୍ଭେମାନେ ଅଧିକାର କରିବା ପାଇଁ ଯାଉଛ।