ଗୀତସଂହିତା 120:2 - ପବିତ୍ର ବାଇବଲ2 “ହେ ସଦାପ୍ରଭୁ, ମୋ’ ବିଷୟରେ ମିଥ୍ୟା କହୁଥିବା ଲୋକମାନଙ୍କଠାରୁ ମୋତେ ଉଦ୍ଧାର କର। ସେମାନେ ଯେଉଁ କଥାସବୁ କହୁଥିଲେ, ତାହା ସବୁ ସତ୍ୟ ନ ଥିଲା।” Gade chapit laପବିତ୍ର ବାଇବଲ (Re-edited) - (BSI)2 ହେ ସଦାପ୍ରଭୋ, ମିଥ୍ୟାବାଦୀ ଓଷ୍ଠାଧରରୁ ଓ ପ୍ରବଞ୍ଚକ ଜିହ୍ଵାରୁ ମୋʼ ପ୍ରାଣକୁ ଉଦ୍ଧାର କର। Gade chapit laଓଡିଆ ବାଇବେଲ2 ହେ ସଦାପ୍ରଭୁ, ମିଥ୍ୟାବାଦୀ ଓଷ୍ଠାଧରରୁ ଓ ପ୍ରବଞ୍ଚକ ଜିହ୍ୱାରୁ ମୋ’ ପ୍ରାଣକୁ ଉଦ୍ଧାର କର। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ହେ ସଦାପ୍ରଭୋ, ମିଥ୍ୟାବାଦୀ ଓଷ୍ଠାଧରରୁ ଓ ପ୍ରବଞ୍ଚକ ଜିହ୍ୱାରୁ ମୋʼ ପ୍ରାଣକୁ ଉଦ୍ଧାର କର। Gade chapit la |