Biblia Todo Logo
Bib sou entènèt

- Piblisite -




ଗୀତସଂହିତା 120:3 - ପବିତ୍ର ବାଇବଲ

3 ହେ ମିଥ୍ୟାବାଦୀମାନେ, ତୁମ୍ଭଙ୍କୁ କ’ଣ ଦିଆଯିବ? କ’ଣ ପାଇବ ତୁମ୍ଭେ ଜାଣ କି?

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

3 ହେ ପ୍ରବଞ୍ଚକ ଜିହ୍ଵେ, ତୁମ୍ଭକୁ କଅଣ ଦିଆଯିବ ଓ ତୁମ୍ଭ ପ୍ରତି ଅଧିକ କଅଣ କରାଯିବ?

Gade chapit la Kopi

ଓଡିଆ ବାଇବେଲ

3 ହେ ପ୍ରବଞ୍ଚକ ଜିହ୍ୱେ, ତୁମ୍ଭକୁ କଅଣ ଦିଆଯିବ ଓ ତୁମ୍ଭ ପ୍ରତି ଅଧିକ କଅଣ କରାଯିବ ?

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ହେ ପ୍ରବଞ୍ଚକ ଜିହ୍ୱେ, ତୁମ୍ଭକୁ କଅଣ ଦିଆଯିବ ଓ ତୁମ୍ଭ ପ୍ରତି ଅଧିକ କଅଣ କରାଯିବ?

Gade chapit la Kopi




ଗୀତସଂହିତା 120:3
3 Referans Kwoze  

ତୁମ୍ଭେମାନେ ମନ୍ଦ କାମ କରୁଥିଲ। ଏବେ ତୁମ୍ଭେମାନେ ସେଭଳି କର୍ମ ପାଇଁ ଲଜ୍ଜିତ। ସେ କାମଗୁଡ଼ିକ କ’ଣ ତୁମ୍ଭମାନଙ୍କୁ ସାହାଯ୍ୟ କଲା? ନା, ସେ କର୍ମ ଗୁଡ଼ିକ କେବଳ ଆଧ୍ୟାତ୍ମିକ ମୃତ୍ୟୁ ଆଣିଥାଏ।


ଯଦି ଜଣେ ଲୋକ ନିଜ ଆତ୍ମାକୁ ହରେଇ ସାରା ସଂସାର ପାଏ, ତେବେ ସେଥିରେ ତାହାର କି ଲାଭ ହେବ? ନିଜର ଆତ୍ମାକୁ ଥରେ ହରେଇ ପୁଣି ଥରେ କିଣିବା ପାଇଁ କେହି କେବେ ହେଲେ ଯଥେଷ୍ଟ ଧନ ଦେଇ ପାରିବ ନାହିଁ।


ପରମେଶ୍ୱରଙ୍କଠାରେ ଆସ୍ଥା ବିହୀନ ବ୍ୟକ୍ତି ମୃତ୍ୟୁ ସମୟରେ କ’ଣ ଆଶା କରିବ? ଯେତେବେଳେ ପରମେଶ୍ୱର ତା'ର ପ୍ରାଣ ନିଅନ୍ତି, ସେହି ଲୋକର କୌଣସି ଆଶା ନ ଥାଏ।


Swiv nou:

Piblisite


Piblisite