Biblia Todo Logo
Bib sou entènèt

- Piblisite -




ଗୀତସଂହିତା 122:4 - ପବିତ୍ର ବାଇବଲ

4 ଏହା ହେଉଛି ଯେଉଁଠାରେ କି ଗୋଷ୍ଠୀବର୍ଗ ଆସନ୍ତି। ସଦାପ୍ରଭୁଙ୍କର ଗୋଷ୍ଠୀବର୍ଗ ତାଙ୍କୁ ପ୍ରଶଂସା କରିବା ପାଇଁ ଏଠାକୁ ଆସନ୍ତି। ଇସ୍ରାଏଲକୁ ଏହିସବୁ କରିବା ପାଇଁ ଆଦେଶ ଦିଆହୁଏ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

4 ଗୋଷ୍ଠୀବର୍ଗ, ଅର୍ଥାତ୍, ସଦାପ୍ରଭୁଙ୍କ ଗୋଷ୍ଠୀବର୍ଗ ଇସ୍ରାଏଲ ପ୍ରତି ସାକ୍ଷ୍ୟ ସ୍ଵରୂପେ ସଦାପ୍ରଭୁଙ୍କ ନାମକୁ ଧନ୍ୟବାଦ ଦେବା ନିମନ୍ତେ ସେଠାରେ ଆରୋହଣ କରନ୍ତି।

Gade chapit la Kopi

ଓଡିଆ ବାଇବେଲ

4 ଗୋଷ୍ଠୀବର୍ଗ, ଅର୍ଥାତ୍‍, ସଦାପ୍ରଭୁଙ୍କ ଗୋଷ୍ଠୀବର୍ଗ ଇସ୍ରାଏଲ ପ୍ରତି ସାକ୍ଷ୍ୟ ସ୍ୱରୂପେ ସଦାପ୍ରଭୁଙ୍କ ନାମକୁ ଧନ୍ୟବାଦ ଦେବା ନିମନ୍ତେ ସେଠାରେ ଆରୋହଣ କରନ୍ତି।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ଗୋଷ୍ଠୀବର୍ଗ, ଅର୍ଥାତ୍‍, ସଦାପ୍ରଭୁଙ୍କ ଗୋଷ୍ଠୀବର୍ଗ ଇସ୍ରାଏଲ ପ୍ରତି ସାକ୍ଷ୍ୟ ସ୍ୱରୂପେ ସଦାପ୍ରଭୁଙ୍କ ନାମକୁ ଧନ୍ୟବାଦ ଦେବା ନିମନ୍ତେ ସେଠାରେ ଆରୋହଣ କରନ୍ତି।

Gade chapit la Kopi




ଗୀତସଂହିତା 122:4
16 Referans Kwoze  

“ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଯେଉଁ ସ୍ଥାନ ମନୋନୀତ କରିବେ, ସେହି ସ୍ଥାନରେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱରଙ୍କ ସମ୍ମୁଖରେ ବର୍ଷକେ ତିନିଥର ତୁମ୍ଭର ପୁରୁଷ ସସସ୍ତେ ନିସ୍ତାରପର୍ବ ଓ ସପ୍ତାହ ସମୂହର ପର୍ବ ସମୟରେ ଓ କୁଟୀର ପର୍ବ ସମୟରେ ମାତ୍ର ସେମାନେ ତୁଚ୍ଛା ହାତରେ ସଦାପ୍ରଭୁଙ୍କ ସମ୍ମୁଖରେ ଉପସ୍ଥିତ ହେବା ଉଚିତ୍ ନୁହଁ।


ସଦାପ୍ରଭୁ ସିୟୋନକୁ ତାଙ୍କର ମନ୍ଦିର ପାଇଁ ବାଛିଲେ। ଓ ସେ ସେହି ସ୍ଥାନକୁ ଆପଣା ବାସସ୍ଥାନ ପାଇଁ ମନୋନୀତ କଲେ।


“ତେଣୁ ବର୍ଷ ମଧ୍ୟରେ ତିନିଥର ସମସ୍ତ ପୁରୁଷ ପ୍ରଭୁ ତୁମ୍ଭର ସଦାପ୍ରଭୁଙ୍କ ସାକ୍ଷାତରେ ସ୍ୱତନ୍ତ୍ର ସ୍ଥାନରେ ଉପସ୍ଥିତ ହେବେ।


ହେ ପରମେଶ୍ୱର, ମୋ’ ପାଇଁ ସତ୍ୟତାର ଫାଟ ସବୁ ଫିଟାଅ। ମୁଁ ତହିଁ ମଧ୍ୟରେ ପ୍ରବେଶ କରିବି ଏବଂ ସଦାପ୍ରଭୁଙ୍କୁ ପ୍ରଶଂସା କରିବି।


ନାଁ, ପରମେଶ୍ୱର ଯିହୁଦା ଗୋଷ୍ଠୀକୁ ମନୋନୀତ କଲେ ଓ ଆପଣାର ପ୍ରିୟ ସିୟୋନ ପର୍ବତକୁ ମନୋନୀତ କଲେ।


ସେତେବେଳେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ଆପଣା ନାମ ବାସ କରିବା ପାଇଁ ଯେଉଁ ସ୍ଥାନ ନିରୂପିତ କରିବେ ସେହି ସ୍ଥାନକୁ ତୁମ୍ଭେମାନେ ମୋର ଆଜ୍ଞା ଅନୁସାରେ ନିଜ ନିଜ ହୋମ ନୈବେଦ୍ୟ ଓ ନିଜ ନିଜ ବଳିଦାନ, ନିଜ ଆୟର ଦଶମାଂଶ ଓ ନିଜ ନିଜ ହସ୍ତର ଉତ୍ତଳନୀୟ ଉପହାର ଓ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ମନାସିଲାର ତୁମ୍ଭମାନଙ୍କର ସକଳ ମନୋନୀତ ମାନତ ଆଣିବ।


ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ସମସ୍ତ ଗୋଷ୍ଠୀ ମଧ୍ୟରୁ ଏକ ସ୍ଥାନ ମନୋନୀତ କରିବେ, ଯେଉଁଠାରେ ତାଙ୍କର ନାମ ଉପାସନା ହେବା ଉଚିତ୍। ତୁମ୍ଭର ସେଠାକୁ ଯିବା ଉଚିତ୍ ଏବଂ ତାଙ୍କୁ ଖୋଜିବା ଉଚିତ୍।


ଏହା ପରେ ମୋଶା ବୁଲି ପଡ଼ିଲେ ଓ ପର୍ବତର ତଳକୁ ଓହ୍ଲାଇ ଗଲେ। ମୋଶାଙ୍କ ହାତରେ ଚୁକ୍ତି ଲେଖା ଯାଇଥିବା ପ୍ରସ୍ତର ଫଳକ ଥିଲା। ସଦାପ୍ରଭୁଙ୍କର ଆଜ୍ଞା ଏହା ପଛପଟେ ଓ ଆଗ ପଟେ ଲେଖା ହୋଇଥିଲା।


ସଦାପ୍ରଭୁ ମୋଶାଙ୍କୁ ଆଜ୍ଞା ଦେଇଥିବା ଅନୁସାରେ ହାରୋଣ ଏହାକୁ ନିୟମ-ସିନ୍ଦୁକ ସମ୍ମୁଖରେ ରଖିଲେ।


ପରମେଶ୍ୱର କହିଲେ, “ଆମ୍ଭେ ତୁମ୍ଭ କାନ୍ଧରୁ ଭାର ଉତ୍ତାରି ଦେଲୁ। ତାହାର ହସ୍ତ ଟୋକେଇରୁ ମୁକ୍ତ ହେଲା।


ଧନ୍ୟବାଦର ଗୀତ ଗାଇ ତାଙ୍କର ଦ୍ୱାରକୁ ଆସ। ଓ ତାଙ୍କର ପ୍ରଶଂସା ଗାନ କରି ତାଙ୍କ ପବିତ୍ର ମନ୍ଦିରକୁ ଆସ। ତାଙ୍କୁ ଧନ୍ୟବାଦ ଦିଅ ଓ ତାହାଙ୍କ ନାମର ଗୁଣଗାନ କର।


Swiv nou:

Piblisite


Piblisite