Biblia Todo Logo
Bib sou entènèt

- Piblisite -




ଗୀତସଂହିତା 122:5 - ପବିତ୍ର ବାଇବଲ

5 ଦାଉଦଙ୍କ ପରିବାରର ରାଜାମାନେ ସେମାନଙ୍କର ସିଂହାସନ ଏଠାରେ ସ୍ଥାପନ କରିଥିଲେ। ସେମାନେ ସେଠାରେ ଲୋକମାନଙ୍କୁ ସୁବିଗ୍ଭର ଦେବା ପାଇଁ ସିଂହାସନ ସ୍ଥାପନ କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

5 କାରଣ ସେଠାରେ ବିଚାରାର୍ଥକ ସିଂହାସନ, ଦାଉଦ ବଂଶର ସିଂହାସନସବୁ ସ୍ଥାପିତ ଅଛି।

Gade chapit la Kopi

ଓଡିଆ ବାଇବେଲ

5 କାରଣ ସେଠାରେ ବିଚାରାର୍ଥକ ସିଂହାସନ, ଦାଉଦ ବଂଶର ସିଂହାସନସବୁ ସ୍ଥାପିତ ଅଛି।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 କାରଣ ସେଠାରେ ବିଚାରାର୍ଥକ ସିଂହାସନ, ଦାଉଦ-ବଂଶର ସିଂହାସନସବୁ ସ୍ଥାପିତ ଅଛି।

Gade chapit la Kopi




ଗୀତସଂହିତା 122:5
6 Referans Kwoze  

“ଏପରି କେତେକ ଘଟିପାରେ ଯାହାକି ତୁମ୍ଭମାନଙ୍କ ବିଗ୍ଭର ପାଇଁ ତୁମ୍ଭମାନଙ୍କୁ କଷ୍ଟ ହୋଇପାରେ। ଏପରିକି ରକ୍ତପାତ, ଚୁକ୍ତି ବିବାଦ, ବିବାଦ ମଧ୍ୟରେ ଆଘାତ ଦେଖାଯାଏ। ଏପରି ଘଟଣାମାନ ବିଗ୍ଭର ପାଇଁ ଯଦି ତୁମ୍ଭମାନଙ୍କୁ କଠିନ ହୁଏ, ତେବେ ତୁମ୍ଭେମାନେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱରଙ୍କ ନିରୂପିତ ସ୍ଥାନକୁ ସମସ୍ତେ ଆସିବ।


ଯିରୁଶାଲମରେ ଯିହୋଶାଫଟ୍ କେତେକ ଲେବୀୟ, ଯାଜକ ଓ ଇସ୍ରାଏଲୀୟ ବଂଶର ନେତାମାନଙ୍କୁ ବିଗ୍ଭରକର୍ତ୍ତା ରୂପେ ମନୋନୀତ କଲେ। ଯିରୁଶାଲମର ଲୋକମାନଙ୍କର ସମସ୍ୟା ସମାଧାନ କରିବା ନିମନ୍ତେ ଏହି ଲୋକମାନଙ୍କୁ ସଦାପ୍ରଭୁଙ୍କ ନିୟମ ବ୍ୟବହାର କରିବାର ଥିଲା।


ରିହବିୟାମ୍ ମାଖାର ପୁତ୍ର ଅବିୟଙ୍କୁ ତାଙ୍କ ନିଜ ଭ୍ରାତାମାନଙ୍କ ମଧ୍ୟରେ ନେତା ହେବା ନିମନ୍ତେ ମନୋନୀତ କଲେ। ରିହବିୟାମ୍ ଅବିୟଙ୍କୁ ରାଜା କରିବା ନିମନ୍ତେ ଯୋଜନା କରିଥିବାରୁ ଏହିପରି କଲେ।


ଯିହୋୟାଦାର ପୁତ୍ର ବନାୟ କରେଥୀୟ ଓ ପଲେଥୀୟମାନଙ୍କ ଦାୟିତ୍ୱରେ ଥିଲେ। ଏବଂ ଦାଉଦଙ୍କର ପୁତ୍ରମାନେ ମହତ୍ତ୍ୱପୂର୍ଣ୍ଣ ନେତୃବର୍ଗ ଥିଲେ।


“ଏବଂ ସେ ଯେତେବେଳେ ଶାସନ କରିବାକୁ ସିଂହାସନରେ ବସେ, ଲେବୀୟ ଯାଜକମାନେ ରଖିଥିବା ନଳାକାର ନିୟମ ପୁସ୍ତକରେ ଏକ ନକଲ ସେ ନିଜ ପାଇଁ କରିବା ଉଚିତ୍।


ସେ ମଧ୍ୟ ବିଗ୍ଭର ପାଇଁ ଏକ ସିଂହାସନ ନିର୍ମାଣ କଲେ ଓ ଏହାକୁ “ନିୟମର ପ୍ରଶସ୍ତ ଗୃହ” କହିଲେ। ସେହି କୋଠରୀ ଚଟାଣଠାରୁ ଛାତ ପର୍ଯ୍ୟନ୍ତ ଏରସ କାଠର ପଟାରେ ଆଚ୍ଛାଦିତ ଥିଲା।


Swiv nou:

Piblisite


Piblisite