Biblia Todo Logo
Bib sou entènèt

- Piblisite -




ଗୀତସଂହିତା 122:8 - ପବିତ୍ର ବାଇବଲ

8 ମୋର ପରିବାର ଏବଂ ମୋର ପଡ଼ୋଶୀମାନଙ୍କର ମଙ୍ଗଳ ପାଇଁ ଯିରୁଶାଲମ, ତୁମ୍ଭର ଶାନ୍ତି ପାଇଁ ପ୍ରାର୍ଥନା କରେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

8 ମୋହର ଭ୍ରାତୃଗଣ ଓ ମିତ୍ରଗଣ ସକାଶେ ମୁଁ ଏବେ କହିବି, ତୁମ୍ଭ ମଧ୍ୟରେ ଶାନ୍ତି ବର୍ତ୍ତୁ।

Gade chapit la Kopi

ଓଡିଆ ବାଇବେଲ

8 ମୋହର ଭ୍ରାତୃଗଣ ଓ ମିତ୍ରଗଣ ସକାଶେ ମୁଁ ଏବେ କହିବି, “ତୁମ୍ଭ ମଧ୍ୟରେ ଶାନ୍ତି ବର୍ତ୍ତୁ।”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ମୋହର ଭ୍ରାତୃଗଣ ଓ ମିତ୍ରଗଣ ସକାଶେ ମୁଁ ଏବେ କହିବି, ତୁମ୍ଭ ମଧ୍ୟରେ ଶାନ୍ତି ବର୍ତ୍ତୁ।

Gade chapit la Kopi




ଗୀତସଂହିତା 122:8
7 Referans Kwoze  

ଯେଉଁମାନେ ତୁମ୍ଭଙ୍କୁ ଉପାସନା କରନ୍ତି ଓ ଯେଉଁମାନେ ତୁମ୍ଭର ନିର୍ଦ୍ଦେଶ ମାନନ୍ତି, ମୁଁ ସେମାନଙ୍କର ବନ୍ଧୁ।


ଯେତେବେଳେ ମୁଁ ମନେ ପକାଏ, ମୋର ହୃଦୟ ବିଦୀର୍ଣ୍ଣ ହୋଇଯାଏ, ସେହି ସୁଦିନ ଗୁଡ଼ିକୁ ଯାହା ମୁଁ ତୁମ୍ଭ ମନ୍ଦିରରେ କଟାଇଥିଲି। ଯେତେବେଳେ ଲୋକଭିଡ଼ ମଧ୍ୟରେ ମୁଁ ପରମେଶ୍ୱରଙ୍କ ମନ୍ଦିରକୁ ଗ୍ଭଲିଲି, ମୁଁ ମନେ ପକାଏ ସେହିସବୁ ଖୁସୀର ଦିନଗୁଡ଼ିକ ଓ ପ୍ରଶଂସାର ଗୀତ ସବୁ ଯାହାକି ଲୋକମାନେ ପର୍ବପର୍ବାଣି ବେଳେ ଗାନ କରନ୍ତି।


ସଦାପ୍ରଭୁ ଯାହାକିଛି ଆଶ୍ଚର୍ଯ୍ୟଜନକ କାର୍ଯ୍ୟ କରନ୍ତି, ତାହା ତାଙ୍କର ଏ ପୃଥିବୀରେ ଥିବା ଅନୁଗତ ଲୋକଙ୍କ ପାଇଁ। ସଦାପ୍ରଭୁ ପ୍ରକୃତରେ ଦେଖାଇ ଦିଅନ୍ତି ଯେ ସେ ସେମାନଙ୍କୁ ଭଲ ପାଆନ୍ତି।


ଦାଉଦ କହିଲେ ତୁମ୍ଭେ ଯାଇ ଏହିପରି କୁହ, ଯେ, “ତୁମ୍ଭେ ଚୀରଜୀବି ହୁଅ ତୁମ୍ଭର ମଙ୍ଗଳ ହେଉ, ତୁମ୍ଭ ଗୃହର ମଙ୍ଗଳ ହେଉ। ତୁମ୍ଭର ସର୍ବସ୍ୱ ମଙ୍ଗଳ ହେଉ।


Swiv nou:

Piblisite


Piblisite