ଗୀତସଂହିତା 124:5 - ପବିତ୍ର ବାଇବଲ5 ଗର୍ଜୁଥିବା ଜଳରାଶି ଆମ୍ଭକୁ ବୁଡ଼ାଇ ଦେଇଥା’ନ୍ତା। Gade chapit laପବିତ୍ର ବାଇବଲ (Re-edited) - (BSI)5 ତେବେ ଗର୍ବିତ ଜଳରାଶି ଆମ୍ଭମାନଙ୍କ ପ୍ରାଣ ଉପର ଦେଇ ଯାଇଥାʼନ୍ତା। Gade chapit laଓଡିଆ ବାଇବେଲ5 ତେବେ ଗର୍ବିତ ଜଳରାଶି ଆମ୍ଭମାନଙ୍କ ପ୍ରାଣ ଉପର ଦେଇ ଯାଇଥା’ନ୍ତା।” Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ତେବେ ଗର୍ବିତ ଜଳରାଶି ଆମ୍ଭମାନଙ୍କ ପ୍ରାଣ ଉପର ଦେଇ ଯାଇଥାʼନ୍ତା। Gade chapit la |
ନିଶ୍ଚିତଭାବରେ ତୁମ୍ଭେମାନେ ଆମ୍ଭକୁ ଭୟ କରିବାର କାରଣ ଅଛି,” ସଦାପ୍ରଭୁ କହନ୍ତି। “ହଁ, ତୁମ୍ଭେମାନେ ଆମ୍ଭ ସମ୍ମୁଖରେ ଭୟରେ ଥରିବାର କାରଣ ଅଛି। ଆମ୍ଭେ ବାଲୁକାସ୍ତୁପ ସ୍ଥାପନ କଲୁ, ଯେପରି ସମୁଦ୍ର ତା'ର ସୀମା ଲଙ୍ଘନ ନ କରିବ। ସମୁଦ୍ରରେ ଢେଉ ଉଠେ ଏବଂ ଏହାର କୌଣସି କ୍ଷତି କରେ ନାହିଁ। ଏହା ଘୋର ଗର୍ଜନ କରେ, ମାତ୍ର ଆମ୍ଭେ ସ୍ଥାପନ କରିଥିବା ସୀମା ଲଙ୍ଘନ କରେ ନାହିଁ।