Biblia Todo Logo
Bib sou entènèt

- Piblisite -




ଗୀତସଂହିତା 127:4 - ପବିତ୍ର ବାଇବଲ

4 ଯୁବକର ପୁତ୍ରଗଣ ଏକ ସୈନ୍ୟର ହସ୍ତର ବାଣଗୁଡ଼ିକ ସଦୃଶ ଅଟେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

4 ଯୌବନର ସନ୍ତାନଗଣ ବୀର ପୁରୁଷର ହସ୍ତସ୍ଥିତ ତୀର ସଦୃଶ।

Gade chapit la Kopi

ଓଡିଆ ବାଇବେଲ

4 ଯୌବନର ସନ୍ତାନଗଣ ବୀର ପୁରୁଷର ହସ୍ତସ୍ଥିତ ତୀର ସଦୃଶ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ଯୌବନର ସନ୍ତାନଗଣ ବୀର ପୁରୁଷର ହସ୍ତସ୍ଥିତ ତୀର ସଦୃଶ।

Gade chapit la Kopi




ଗୀତସଂହିତା 127:4
4 Referans Kwoze  

ସନ୍ତାନଗଣର ସନ୍ତାନମାନେ ବୃଦ୍ଧ ଲୋକମାନଙ୍କର ମୁକୁଟ ସଦୃଶ। ପୁଣି ସନ୍ତାନମାନଙ୍କର ଗୌରବ ସେମାନଙ୍କ ପିତୃଗଣ।


ତା'ର ସନ୍ତାନମାନେ ତାକୁ ଧନ୍ୟ ବୋଲି କହନ୍ତି। ତା'ର ସ୍ୱାମୀ ତା'ର ପ୍ରଶଂସା କରେ।


ଆମ୍ଭେ ଉତ୍ତର ଦେଶ ବହୁ ଗୋଷ୍ଠୀଙ୍କୁ ଉତ୍ତେଜିତ କରି ବାବିଲ ବିରୁଦ୍ଧରେ ଆଣିବା। ସେମାନେ ତା’ ବିରୁଦ୍ଧରେ ସଜ୍ଜିତ ହୋଇ ଯୁଦ୍ଧ କରିବେ ଓ ବାବିଲ ସେମାନଙ୍କ ଦ୍ୱାରା ଅଧିକୃତ ହେବ। ସେମାନଙ୍କର ବାଣ ନିପୁଣ ବୀର ପୁରୁଷର ବାଣପରି ହେବ। କୌଣସି ବାଣ ବିଫଳ ହେବ ନାହିଁ।


ତୁମ୍ଭକୁ ଦଣ୍ଡ ଦେବା ପାଇଁ ସୈନିକର ତୀ‌କ୍ଷ୍‌ଣ ଶର ଓ ଗରମ କୋଇଲା ପରମେଶ୍ୱର ଆଣିବେ।


Swiv nou:

Piblisite


Piblisite