Biblia Todo Logo
Bib sou entènèt

- Piblisite -




ଗୀତସଂହିତା 13:1 - ପବିତ୍ର ବାଇବଲ

1 ହେ ସଦାପ୍ରଭୁ, କେତେଦିନ ମୋତେ ଭୁଲି ଯିବ? ସତରେ କ’ଣ ତୁମେ ମୋତେ ସବୁଦିନ ପାଇଁ ଭୁଲି ପାରିବ? କେତେଦିନ ପର୍ଯ୍ୟନ୍ତ ଗ୍ରହଣ କରିବାକୁ ମନା କରବ?

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

1 ହେ ସଦାପ୍ରଭୋ, କେତେ କାଳ, ତୁମ୍ଭେ କି ସଦାକାଳ ମୋତେ ପାସୋରିବ? ତୁମ୍ଭେ କେତେ କାଳ ମୋʼଠାରୁ ଆପଣା ମୁଖ ଲୁଚାଇବ?

Gade chapit la Kopi

ଓଡିଆ ବାଇବେଲ

1 ହେ ସଦାପ୍ରଭୁ, ତୁମ୍ଭେ କେତେ କାଳ ପର୍ଯ୍ୟନ୍ତ ମୋତେ ପାସୋରିବ ? ତୁମ୍ଭେ କେତେ କାଳ ମୋ’ଠାରୁ ଆପଣା ମୁଖ ଲୁଚାଇବ ?

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ହେ ସଦାପ୍ରଭୋ, ତୁମ୍ଭେ କେତେ କାଳ ପର୍ଯ୍ୟନ୍ତ ମୋତେ ପାସୋରିବ? ତୁମ୍ଭେ କେତେ କାଳ ମୋʼ ଠାରୁ ଆପଣା ମୁଖ ଲୁଚାଇବ?

Gade chapit la Kopi




ଗୀତସଂହିତା 13:1
15 Referans Kwoze  

ହେ ପରମେଶ୍ୱର, ତୁମ୍ଭେ କାହିଁକି ମୋ'ଠାରୁ ଦୂରେଇ ଯାଉଛ ଏବଂ ଶତ୍ରୁଭଳି ବ୍ୟବହାର କରୁଛ?


ହେ ସଦାପ୍ରଭୁ, ଏହିପରି କେତେ ଦିନ ଗ୍ଭଲିବ? ତୁମ୍ଭେ କ’ଣ ସବୁଦିନ ପାଇଁ ଆମ୍ଭମାନଙ୍କଠାରୁ ଲୁଚେଇ ରହିବ? ତୁମ୍ଭର କ୍ରୋଧ କ’ଣ ଚିରକାଳ ଅଗ୍ନି ତୁଲ୍ୟ ଜଳିବ?


ହେ ସଦାପ୍ରଭୁ, ତୁମ୍ଭେ କାହିଁକି ଚିରକାଳ ଆମ୍ଭମାନଙ୍କୁ ପାସୋରୁ ଅଛ? ଆଉ ଏତେ ଦୀର୍ଘକାଳ ଆମ୍ଭମାନଙ୍କୁ କାହିଁକି ପରିତ୍ୟାଗ କରିଅଛ?


ହେ ସଦାପ୍ରଭୁ ସର୍ବଶକ୍ତିମାନ ପରମେଶ୍ୱର, ତୁମ୍ଭେ କେତେକାଳ ପର୍ଯ୍ୟନ୍ତ କ୍ରୋଧ ଗ୍ଭଲୁ ରଖିବ? କେତେବେଳେ ତୁମ୍ଭେ ଆପଣା ଲୋକମାନଙ୍କର ପ୍ରାର୍ଥନା ଗ୍ରହଣ କରିବ?


ମୋର ସମଗ୍ର ଶରୀର କମ୍ପୁଅଛି। ହେ ସଦାପ୍ରଭୁ, ଆଉ କେତେ କାଳ ପରେ ତୁମ୍ଭେ ମୋତେ ସୁସ୍ଥ କରିବ।


ହେ ପରମେଶ୍ୱର, କାହିଁକି ତୁମ୍ଭେ ଆମ୍ଭଠାରୁ ଲୁଚିଅଛ? ତୁମ୍ଭେ କ’ଣ ଆମ୍ଭର ଦୁଃଖ ଓ ଯନ୍ତ୍ରଣା ସବୁ ଭୁଲି ଯାଇଅଛ?


ମୋର ପ୍ରଭୁ, ଆଉ କେତେଦିନ ଏପରି ଘଟଣା ମୋ’ ଉପରେ ଘଟୁଥିବ? ସେହି ଲୋକମାନେ ମୋତେ ଧ୍ୱଂସ କରିଦେବାକୁ ଗ୍ଭହୁଁଛନ୍ତି। ସଦାପ୍ରଭୁ ମୋର ପ୍ରାଣକୁ ବଞ୍ଚାଅ। ମୋର ଅତି ପ୍ରିୟ ଆତ୍ମାକୁ ସେହି ଦୁଷ୍ଟ ଲୋକମାନଙ୍କ କବଳରୁ ଉଦ୍ଧାର କର। ସେମାନେ ସିଂହ ତୁଲ୍ୟ ଅଟନ୍ତି।


ହେ ସଦାପ୍ରଭୁ, ତୁମ୍ଭେ ଜାଗ୍ରତ ହୁଅ, ଏବଂ ଆମ୍ଭମାନଙ୍କ ପାଇଁ କିଛି କର। ହେ ପରମେଶ୍ୱର, ସେହି ଦୁଷ୍ଟମାନଙ୍କୁ ଦଣ୍ଡ ଦିଅ! ଗରିବ ଲୋକମାନଙ୍କୁ ଭୁଲି ଯାଅ ନାହିଁ।


ତୁମ୍ଭେ କି ସଦାକାଳ ଆମ୍ଭ ଉପରେ କ୍ରୋଧିତ ହୋଇ ରହିବ?


ପରମେଶ୍ୱର, ତୁମ୍ଭେ କାହିଁକି ବହୁତ ଦିନ ଆମ୍ଭମାନଙ୍କୁ ପରିତ୍ୟାଗ କଲ? ତୁମ୍ଭେ କାହିଁକି ଆମ୍ଭମାନଙ୍କ ଉପରେ ଏତେ ରାଗିଅଛ, ଆମ୍ଭେ ଯେ ତୁମ୍ଭର ନିଜ ଦଳ?


ମାତ୍ର ତୁମ୍ଭମାନଙ୍କର ପାପଗୁଡ଼ିକ ତୁମ୍ଭମାନଙ୍କର ଓ ତୁମ୍ଭମାନଙ୍କର ପରମେଶ୍ୱରଙ୍କ ମଧ୍ୟରେ ବିଚ୍ଛେଦ ଘଟାଇଅଛି ଓ ତୁମ୍ଭମାନଙ୍କର ପାପସବୁ ତୁମ୍ଭମାନଙ୍କଠାରୁ ତାହାଙ୍କ ମୁଖ ଲୁଗ୍ଭଇଅଛି, ଏଣୁ ସେ ଶୁଣିବେ ନାହିଁ।


ପ୍ରଭାତରେ, ଆମ୍ଭମାନଙ୍କୁ ତୁମ୍ଭ ଦୟାରେ ତୃପ୍ତ କର। ଆମ୍ଭମାନଙ୍କୁ ଯାବଜ୍ଜୀବନ ଖୁସୀ ଓ ଆନନ୍ଦିତ ହେବାକୁ ଦିଅ।


ସେହି ସମୟରେ, ସେମାନଙ୍କ ଉପରେ ଆମ୍ଭର କ୍ରୋଧ ହେବ। ତେଣୁ ଆମ୍ଭେ ସେମାନଙ୍କୁ ତ୍ୟାଗ କରିବା ଓ ଆମ୍ଭେ ସେମାନଙ୍କଠାରୁ ଆପଣା ମୁହଁ ବନ୍ଦ କରିବା। ତହିଁରେ ସେମାନଙ୍କ ପାଇଁ ଭୟଙ୍କର ଅବସ୍ଥାମାନ ହେବ, ଏବଂ ସେମାନେ ବହୁ ସମସ୍ୟାରେ ପଡ଼ିବେ। ତା'ପରେ ସେମାନେ କହିବେ, ‘ଏହିସବୁ ଅମଙ୍ଗଳ ଆମ୍ଭ ଉପରେ ଘଟିଛି କାରଣ ଆମ୍ଭମାନଙ୍କର ପରମେଶ୍ୱର ଆମ୍ଭମାନଙ୍କ ନିକଟରେ ନାହାନ୍ତି।’


Swiv nou:

Piblisite


Piblisite