Biblia Todo Logo
Bib sou entènèt

- Piblisite -




ଗୀତସଂହିତା 132:3 - ପବିତ୍ର ବାଇବଲ

3 “ସଦାପ୍ରଭୁଙ୍କ ପାଇଁ ମୁଁ ଏକ ପବିତ୍ର ଗୃହ ନ ପାଇବା ପର୍ଯ୍ୟନ୍ତ ସର୍ବଶକ୍ତିମାନ ଯାକୁବର ପରମେଶ୍ୱରଙ୍କ ପାଇଁ ଏକ ତମ୍ବୁ କରିବି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

3 ମୁଁ ଯେପର୍ଯ୍ୟନ୍ତ ସଦାପ୍ରଭୁଙ୍କ ନିମନ୍ତେ ଏକ ସ୍ଥାନ ଓ ଯାକୁବର ବଳଦାତାଙ୍କ ନିମନ୍ତେ ଏକ ଆବାସ ପ୍ରାପ୍ତ ନ ହୁଏ,

Gade chapit la Kopi

ଓଡିଆ ବାଇବେଲ

3 “ମୁଁ ଯେପର୍ଯ୍ୟନ୍ତ ସଦାପ୍ରଭୁଙ୍କ ନିମନ୍ତେ ଏକ ସ୍ଥାନ ଓ ଯାକୁବର ବଳଦାତାଙ୍କ ନିମନ୍ତେ ଏକ ଆବାସ ପ୍ରାପ୍ତ ନ ହୁଏ,

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 “ମୁଁ ଯେପର୍ଯ୍ୟନ୍ତ ସଦାପ୍ରଭୁଙ୍କ ନିମନ୍ତେ ଏକ ସ୍ଥାନ ଓ ଯାକୁବର ବଳଦାତାଙ୍କ ନିମନ୍ତେ ଏକ ଆବାସ ପ୍ରାପ୍ତ ନ ହୁଏ,

Gade chapit la Kopi




ଗୀତସଂହିତା 132:3
3 Referans Kwoze  

ଏଣୁ ଆଗ ପରମେଶ୍ୱରଙ୍କ ରାଜ୍ୟ ଓ ଉତ୍ତମ କାର୍ଯ୍ୟ ବିଷୟରେ ଚିନ୍ତା କର। ତୁମ୍ଭେ ଯେଉଁସବୁ ଭଲ କାମ କରିବା ପରମେଶ୍ୱର ଗ୍ଭହାନ୍ତି, ସେଗୁଡ଼ିକ କର। ତା'ହେଲେ ଏହିସବୁ ବିଷୟଗୁଡ଼ିକ ତୁମ୍ଭକୁ ଯୋଗାଇ ଦିଆଯିବ।


“ତୁମ୍ଭେମାନେ ଭାବୁଛ ଯେ ସୁନ୍ଦର ଘରେ ବାସ କରିବାକୁ ଠିକ୍ ସମୟ ଆସିଯାଇଛି। ସୁନ୍ଦର କାନ୍ଥରେ କାଠ ଫଳକ ଲାଗିଥିବା ଘରେ ବାସ କରୁଛ। କିନ୍ତୁ ସଦାପ୍ରଭୁଙ୍କର ଗୃହ ତଥାପି ଭଗ୍ନ ଅବସ୍ଥାରେ ଅଛି।


ତୁମ୍ଭେ କୌଣସି କାର୍ଯ୍ୟ କର, ତାହା ଆପଣା ସମସ୍ତ ଶକ୍ତି ସହିତ କର। କାରଣ ତୁମ୍ଭେ ଯେଉଁ କବରକୁ ଯାଉଅଛ, ସେଠାରେ କିଛି କାର୍ଯ୍ୟ, ଯୋଜନା, ବୁଦ୍ଧି, ଜ୍ଞାନ ନାହିଁ।


Swiv nou:

Piblisite


Piblisite