Biblia Todo Logo
Bib sou entènèt

- Piblisite -




ଗୀତସଂହିତା 135:10 - ପବିତ୍ର ବାଇବଲ

10 ପରମେଶ୍ୱର ଅନେକ ଗୋଷ୍ଠୀକୁ ପରାସ୍ତ କଲେ। ସେ ବହୁତ ଶକ୍ତିଶାଳୀ ରାଜାମାନଙ୍କୁ ହତ୍ୟା କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

10 ସେ ଅନେକ ଗୋଷ୍ଠୀଙ୍କି ସଂହାର କଲେ, ପରାକ୍ରା; ରାଜାମାନଙ୍କୁ,

Gade chapit la Kopi

ଓଡିଆ ବାଇବେଲ

10 ସେ ଅନେକ ଗୋଷ୍ଠୀଙ୍କୁ ସଂହାର କଲେ, ପରାକ୍ରାନ୍ତ ରାଜାମାନଙ୍କୁ,

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ସେ ଅନେକ ଗୋଷ୍ଠୀଙ୍କୁ ସଂହାର କଲେ, ପରାକ୍ରାନ୍ତ ରାଜାମାନଙ୍କୁ,

Gade chapit la Kopi




ଗୀତସଂହିତା 135:10
4 Referans Kwoze  

ମାତ୍ର ଇସ୍ରାଏଲର ଲୋକମାନେ ରାଜାଙ୍କୁ ହତ୍ୟା କଲେ। ତା'ପରେ ସେମାନେ ଅର୍ଣ୍ଣୋନଠାରୁ ଯଦ୍ଦୋକ ପର୍ଯ୍ୟନ୍ତ ଅର୍ଥାତ୍ ଅମ୍ମୋନୀୟମାନଙ୍କର ସୀମା ପର୍ଯ୍ୟନ୍ତ ଅଗ୍ରସର ହେଲେ। ସେମାନେ ସେମାନଙ୍କର ଦେଶ ଅଧିକାର କଲେ କିନ୍ତୁ ଆଗକୁ ଯାଇ ପାରିଲେ ନାହିଁ। କାରଣ ଅମ୍ମୋନୀୟମାନେ ଶକ୍ତିଶାଳୀ ଥିଲେ।


ଏଣୁ କେହି ଅବଶିଷ୍ଟ ନ ରହିବା ପର୍ଯ୍ୟନ୍ତ ସେମାନେ ତାହାକୁ ଓ ତାହାର ପୁତ୍ରଗଣକୁ ଓ ତାହାର ସମସ୍ତ ଲୋକଙ୍କୁ ଆକ୍ରମଣ କଲେ ଏବଂ ସେମାନେ ତାହାର ରାଜ୍ୟ ଅଧିକାର କଲେ।


Swiv nou:

Piblisite


Piblisite