Biblia Todo Logo
Bib sou entènèt

- Piblisite -




ଗୀତସଂହିତା 135:2 - ପବିତ୍ର ବାଇବଲ

2 ତୁମ୍ଭେ ଯେଉଁ ଲୋକମାନେ ସଦାପ୍ରଭୁଙ୍କର ମନ୍ଦିରରେ ଛିଡ଼ା ହୋଇଅଛ। ଯେଉଁମାନେ ତାଙ୍କ ପ୍ରାଙ୍ଗଣରେ ଛିଡ଼ା ହୋଇଅଛ, ତାଙ୍କର ଧନ୍ୟବାଦ କର।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

2 ସଦାପ୍ରଭୁଙ୍କ ଗୃହରେ, ଆମ୍ଭମାନଙ୍କ ପରମେଶ୍ଵରଙ୍କ ଗୃହ-ପ୍ରାଙ୍ଗଣରେ ଠିଆ ହୋଇଥାଅ ଯେ ତୁମ୍ଭେମାନେ

Gade chapit la Kopi

ଓଡିଆ ବାଇବେଲ

2 ସଦାପ୍ରଭୁଙ୍କ ଗୃହରେ, ଆମ୍ଭମାନଙ୍କ ପରମେଶ୍ୱରଙ୍କ ଗୃହ-ପ୍ରାଙ୍ଗଣରେ ସେବା କରୁଥାଅ ଯେ ତୁମ୍ଭେମାନେ

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ସଦାପ୍ରଭୁଙ୍କ ଗୃହରେ, ଆମ୍ଭମାନଙ୍କ ପରମେଶ୍ୱରଙ୍କ ଗୃହ-ପ୍ରାଙ୍ଗଣରେ ସେବା କରୁଥାଅ ଯେ ତୁମ୍ଭେମାନେ

Gade chapit la Kopi




ଗୀତସଂହିତା 135:2
9 Referans Kwoze  

ମୁଁ ତାଙ୍କର ଯିରୁଶାଲମରେ ଥିବା ମନ୍ଦିରକୁ ଯିବି। ସଦାପ୍ରଭୁଙ୍କର ପ୍ରଶଂସା କର!


ସେମାନେ ପରମେଶ୍ୱରଙ୍କ ମନ୍ଦିରର ଅଗଣାରେ ଅବସ୍ଥିତ ଅଙ୍କୁରିତ ଡାଳଗଛ ସ୍ୱରୂପ।


ତା'ପରେ ତାହାଙ୍କର ସ୍ୱାମୀ ମରିଗଲେ ଓ ସେ ବିଧବା ହୋଇ ଏକୁଟିଆ ରହିବାକୁ ଲାଗିଲେ। ଏବେ ତାହାଙ୍କୁ ଚଉରାଅଶୀ ବର୍ଷ ବୟସ ହୋଇଥିଲା। ହାନ୍ନା ସବୁବେଳେ ମନ୍ଦିରରେ ରହୁଥିଲେ। କେବେ ହେଲେ ସେ ମନ୍ଦିର ଛାଡ଼ି ଯାଇ ନ ଥିଲେ। ସେ ଉପବାସ କରି ଓ ସେ ଦିନରାତି ପ୍ରାର୍ଥନା କରି ପରମେଶ୍ୱରଙ୍କ ଉପାସନା କରୁଥିଲେ।


ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଯଥୋଚିତ ଗୌରବ ଗାନ କର, ଯାହା ସେ ପାଇବା ଯୋଗ୍ୟ ଏବଂ ତାଙ୍କର ପବିତ୍ର ମନ୍ଦିରକୁ ନୈବେଦ୍ୟ ନେଇ ଆସ।


ଏହା ପରେ ଲେବୀୟମାନେ: ଯେଶୂୟ, କ‍ଦ୍‍ମୀୟେଲ, ବାନି, ହଶବନିୟ, ଶେରେବିୟ, ହୋଦିୟ, ଶବନିୟ, ଓ ପାଥାଦିୟ କହିଲେ, “ଉଠ ଅନାଦିକାଳରୁ ଅନନ୍ତ କାଳସ୍ଥାୟୀ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କର ଧନ୍ୟବାଦ କର। “ସକଳ ଧନ୍ୟବାଦ ଓ ପ୍ରଶଂସାରୁ ଉନ୍ନତ ତୁମ୍ଭ ପ୍ରତାପାନ୍ୱିତ ନାମ ଧନ୍ୟ ହେଉ।


ଲେବୀୟମାନେ ପ୍ରତି ପ୍ରଭାତରେ ଛିଡ଼ା ହେଉଥିଲେ ଓ ସଦାପ୍ରଭୁଙ୍କର ପ୍ରଶଂସା ଗାନ କରୁଥିଲେ। ସେମାନେ ପ୍ରତିଦିନ ସନ୍ଧ୍ୟାରେ ମଧ୍ୟ ଏହିପରି କରୁଥିଲେ।


ଲେବୀୟମାନଙ୍କର ଏକଦଳ ସହ ପବିତ୍ର ସ୍ଥାନରେ ଛିଡ଼ା ହୁଅ। ପ୍ରତ୍ୟେକ ଭିନ୍ନ ଭିନ୍ନ ବଂଶ ନିମନ୍ତେ ଏହିପରି କର। ତେବେ ତୁମ୍ଭେମାନେ ସେମାନଙ୍କୁ ସାହାଯ୍ୟ କରି ପାରିବ।


ହେ ସଦାପ୍ରଭୁଙ୍କର ସମସ୍ତ ଦାସଗଣ, ଯେଉଁମାନେ ରାତିସାରା ତାଙ୍କର ମନ୍ଦିରରେ ତାଙ୍କର ସେବା କରନ୍ତି, ସେମାନେ ସଦାପ୍ରଭୁଙ୍କର ପ୍ରଶଂସା କରନ୍ତୁ!


Swiv nou:

Piblisite


Piblisite