Biblia Todo Logo
Bib sou entènèt

- Piblisite -




ଗୀତସଂହିତା 135:5 - ପବିତ୍ର ବାଇବଲ

5 ମୁଁ ଜାଣେ ସଦାପ୍ରଭୁ ମହାନ ଅଟନ୍ତି। ଆମ୍ଭମାନଙ୍କର ପ୍ରଭୁ ସମସ୍ତ ଦେବତାମାନଙ୍କ ଅପେକ୍ଷା ଶ୍ରେଷ୍ଠ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

5 କାରଣ ମୁଁ ଜାଣେ, ସଦାପ୍ରଭୁ ମହାନ ଓ ଆମ୍ଭମାନଙ୍କ ପ୍ରଭୁ ସକଳ ଦେବ ଅପେକ୍ଷା ଶ୍ରେଷ୍ଠ।

Gade chapit la Kopi

ଓଡିଆ ବାଇବେଲ

5 କାରଣ ମୁଁ ଜାଣେ, ସଦାପ୍ରଭୁ ମହାନ ଓ ଆମ୍ଭମାନଙ୍କ ପ୍ରଭୁ ସକଳ ଦେବତାଗଣ ଅପେକ୍ଷା ଶ୍ରେଷ୍ଠ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 କାରଣ ମୁଁ ଜାଣେ, ସଦାପ୍ରଭୁ ମହାନ ଓ ଆମ୍ଭମାନଙ୍କ ପ୍ରଭୁ ସକଳ ଦେବତାଗଣ ଅପେକ୍ଷା ଶ୍ରେଷ୍ଠ।

Gade chapit la Kopi




ଗୀତସଂହିତା 135:5
13 Referans Kwoze  

ହେ ସର୍ବୋପରିସ୍ଥ ସଦାପ୍ରଭୁ, ତୁମ୍ଭେ ହିଁ ସମଗ୍ର ପୃଥିବୀର ଶାସକ। ତୁମ୍ଭେ ଅନ୍ୟ “ଦେବତାମାନଙ୍କ”ଠାରୁ ଉତ୍ତମ।


କାରଣ ସଦାପ୍ରଭୁ ହେଉଛନ୍ତି, ମହାନ ପରମେଶ୍ୱର। ସେ ସକଳ “ଦେବତାଗଣଙ୍କ” ଉପରେ ଶାସନ କରନ୍ତି।


ସଦାପ୍ରଭୁ ମହାନ ଅଟନ୍ତି। ଆମ୍ଭର ପରମେଶ୍ୱରଙ୍କ ସାରା ନଗରରେ ତାଙ୍କର ପବିତ୍ର ପର୍ବତରେ ସେ ପ୍ରଶଂସିତ ହୁଅନ୍ତି।


କାରଣ ସଦାପ୍ରଭୁ ତୁମ୍ଭ ପରମେଶ୍ୱର, ସେ ଦେବଗଣର ଦେବ ଓ ପ୍ରଭୁମାନଙ୍କର ପ୍ରଭୁ, ମହାନ୍, ସର୍ବଶକ୍ତିମାନ ଓ ଭୟଙ୍କର ପରମେଶ୍ୱର, ସେ ମନୁଷ୍ୟର ମୁଖାପେକ୍ଷା କରନ୍ତି ନାହିଁ, କିଅବା ଲାଞ୍ଚ ଗ୍ରହଣ କରନ୍ତି ନାହିଁ।


ତେଣୁ ମୁଁ ବର୍ତ୍ତମାନଠାରୁ ତାହା ଆଜ୍ଞା କରୁଅଛି ଯଦି କୌଣସି ଲୋକ ଜାତି ଓ ଭାଷାବାଦୀଦଳ, ଶଦ୍ରକ୍, ମୈଶକ୍ ଓ ଅବେଦ୍-ନଗୋର ପରମେଶ୍ୱରଙ୍କ ପ୍ରତିକୂଳରେ ଭ୍ରାନ୍ତିଜନକ କଥା କହିବେ, ସେମାନେ ଖଣ୍ତ ଖଣ୍ତ ହୋଇ କଟାଯିବେ ଓ ସେମାନଙ୍କର ଗୃହସବୁ ଭଙ୍ଗା ହେବ ଓ ଧୂଳିସାତ୍ ହେବ। କାରଣ ଏହିପରି ଭାବରେ କୌଣସି ଦେବତା ତାଙ୍କର ଦାସମାନକୁ ଉଦ୍ଧାର କରି ପାରିବେ ନାହିଁ।”


ତେଣୁ ସେହି ପବିତ୍ର ସ୍ୱରୂପ କୁହନ୍ତି, “ଆମ୍ଭେ କ’ଣ କାହା ସହିତ ତୁଳନୀୟ ହୋଇ ପାରିବା? କାରଣ କେହି ଆମ୍ଭ ସହିତ ସମାନ ନୁହେଁ।”


ସଦାପ୍ରଭୁ ପ୍ରକୃତ ପରମେଶ୍ୱର। ସେ ଭୂମଣ୍ଡଳ ଉପରେ ଉପବିଷ୍ଟ। ତାଙ୍କ ତୁଳନାରେ ପୃଥିବୀ ନିବାସୀ ପତଙ୍ଗ ସଦୃଶ। ସେ ଗ୍ଭନ୍ଦୁଆ ତୁଲ୍ୟ ଆକାଶକୁ ପ୍ରସାର କରନ୍ତି ଓ ବସତି ପାଇଁ ତମ୍ବୁ ତୁଲ୍ୟ ତାକୁ ନିସ୍ତାର କରନ୍ତି।


ସ୍ୱର୍ଗରେ ସଦାପ୍ରଭୁଙ୍କ ତୁଲ୍ୟ କେହି ନାହିଁ। “ଦେବଗଣ”କୁ ସଦାପ୍ରଭୁଙ୍କ ସଙ୍ଗେ ତୁଳନା କରାଯାଇ ପାରିବ ନାହିଁ।


ଆମ୍ଭର ପ୍ରଭୁ ଅତି ମହାନ ଏବଂ ଶକ୍ତିମାନ। ତାଙ୍କର ବୁଝାମଣା ଅସୀମ।


Swiv nou:

Piblisite


Piblisite