Biblia Todo Logo
Bib sou entènèt

- Piblisite -




ଗୀତସଂହିତା 135:9 - ପବିତ୍ର ବାଇବଲ

9 ପରମେଶ୍ୱର ମିଶରରେ ବହୁତ ଆଶ୍ଚର୍ଯ୍ୟ ଓ ଅ‌ଦ୍‌ଭୂତ କାର୍ଯ୍ୟମାନ କଲେ। ସେ ସେଗୁଡ଼ିକୁ ଫାରୋ ଓ ତାଙ୍କର ପଦାଧିକାରୀମାନଙ୍କ ବିପକ୍ଷରେ ବ୍ୟବହାର କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

9 ହେ ମିସର, ସେ ତୁମ୍ଭ ମଧ୍ୟକୁ, ଫାରୋ ପ୍ରତିକୂଳରେ ଓ ତାହାର ଦାସଗଣ ପ୍ରତିକୂଳରେ ନାନା ଚିହ୍ନ ଓ ଅଦ୍ଭୁତ ଲକ୍ଷଣ ପ୍ରେରଣ କଲେ।

Gade chapit la Kopi

ଓଡିଆ ବାଇବେଲ

9 ହେ ମିସର, ସେ ତୁମ୍ଭ ମଧ୍ୟକୁ, ଫାରୋ ପ୍ରତିକୂଳରେ, ତାହାର ଦାସଗଣ ପ୍ରତିକୂଳରେ ନାନା ଚିହ୍ନ ଓ ଅଦ୍ଭୁତ ଲକ୍ଷଣ ପ୍ରେରଣ କଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ହେ ମିସର, ସେ ତୁମ୍ଭ ମଧ୍ୟକୁ, ଫାରୋ ପ୍ରତିକୂଳରେ, ତାହାର ଦାସଗଣ ପ୍ରତିକୂଳରେ ନାନା ଚିହ୍ନ ଓ ଅଦ୍ଭୁତ ଲକ୍ଷଣ ପ୍ରେରଣ କଲେ।

Gade chapit la Kopi




ଗୀତସଂହିତା 135:9
11 Referans Kwoze  

ପରମେଶ୍ୱର ଫାରୋ ଓ ତାହାର ସୈନ୍ୟଗଣଙ୍କୁ ସୂଫସାଗରରେ ବୁଡ଼ାଇ ଦେଲେ। ତାହାଙ୍କର ସ୍ନେହପୂର୍ଣ୍ଣ କରୁଣା ଅନନ୍ତକାଳସ୍ଥାୟୀ।


ସଦାପ୍ରଭୁ ଆମ୍ଭମାନଙ୍କ ସାକ୍ଷାତରେ ମିଶର ପ୍ରତି, ଫାରୋଙ୍କ ପ୍ରତି ଓ ତାଙ୍କର ସମସ୍ତ ପରିବାର ପ୍ରତି, ମହତ୍ ଓ କ୍ଳେଶଦାୟକ ଚିହ୍ନ ଓ ଆଶ୍ଚର୍ଯ୍ୟକ୍ରିୟା ଦେଖାଇଲେ।


ତେଣୁ ମୋଶା ମିଶର ଦେଶରେ ଓ ସୂଫ ସମୁଦ୍ରରେ ତଥା ମରୂଭୂମିରେ ଗ୍ଭଳିଶ୍ ବର୍ଷ ପର୍ଯ୍ୟନ୍ତ ବିଭିନ୍ନ ପ୍ରକାରର ଆଶ୍ଚର୍ଯ୍ୟ ପୂର୍ଣ୍ଣ ଚିହ୍ନ ଓ କାର୍ଯ୍ୟମାନ କରି ସେମାନଙ୍କୁ ବାହାରକୁ ଆଣିଲେ।


ତୁମ୍ଭେ ଫାରୋ ଓ ତାହାର ସମସ୍ତ ଦାସ ଓ ତା'ର ଦେଶସ୍ଥ ସମୁଦାୟ ଲୋକଙ୍କ ପ୍ରତି ନାନା ଚିହ୍ନ ଓ ଆଶ୍ଚର୍ଯ୍ୟ କର୍ମମାନ ଦେଖାଇଲ। କାରଣ ମିଶରୀୟମାନେ ସେମାନଙ୍କ ବିରୁଦ୍ଧରେ ରୁକ୍ଷ ବ୍ୟବହାର କଲେ। ଏଣୁ ତୁମ୍ଭେ ଆଜିର ନ୍ୟାୟ ଆପଣା ନାମ ପ୍ରସିଦ୍ଧ କରିଅଛ।


ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ମିଶରରେ ତୁମ୍ଭମାନଙ୍କ ସାକ୍ଷାତରେ ଯେ ସକଳ କର୍ମ କରିଅଛନ୍ତି, ସେହିପରି ପରୀକ୍ଷାସିଦ୍ଧ ପ୍ରମାଣଦ୍ୱାରା ଓ ଚିହ୍ନଦ୍ୱାରା ଓ ଆଶ୍ଚର୍ଯ୍ୟ କର୍ମଦ୍ୱାରା, ଯୁଦ୍ଧଦ୍ୱାରା, ପରାକ୍ରାନ୍ତ ହସ୍ତଦ୍ୱାରା, ବିସ୍ତାରିତ ବାହୁଦ୍ୱାରା ଓ ଭୟଙ୍କର ଆଶ୍ଚର୍ଯ୍ୟ କର୍ମଦ୍ୱାରା ଅନ୍ୟ ଦେଶୀୟ ଲୋକଙ୍କ ମଧ୍ୟରୁ ଆପଣା ନିମନ୍ତେ ଏକ ଗୋଷ୍ଠୀ ଗ୍ରହଣ କରିବାକୁ ଆସି ଉପକ୍ରମ କରିଅଛନ୍ତି।


ପରମେଶ୍ୱର ତାଙ୍କର ମହାନଶକ୍ତି ସିୟୋନ ଓ ମିଶରରେ ତାଙ୍କର ପୂର୍ବପୁରୁଷମାନଙ୍କୁ ଦେଖାଇଥିଲେ।


Swiv nou:

Piblisite


Piblisite