ଗୀତସଂହିତା 136:2 - ପବିତ୍ର ବାଇବଲ2 ଦେବତାମାନଙ୍କର ଦେବତାର ପ୍ରଶଂସା କର। ତାହାଙ୍କର ସ୍ନେହପୂର୍ଣ୍ଣ କରୁଣା ଅନନ୍ତକାଳସ୍ଥାୟୀ। Gade chapit laପବିତ୍ର ବାଇବଲ (Re-edited) - (BSI)2 ଦେବମାନଙ୍କ ଦେବଙ୍କର ଧନ୍ୟବାଦ କର; କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ। Gade chapit laଓଡିଆ ବାଇବେଲ2 ଦେବମାନଙ୍କ ଦେବଙ୍କର ଧନ୍ୟବାଦ କର; କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ଦେବମାନଙ୍କ ଦେବଙ୍କର ଧନ୍ୟବାଦ କର; କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ। Gade chapit la |
“ପରମେଶ୍ୱର, ସଦାପ୍ରଭୁ ଆମ୍ଭର ପରମେଶ୍ୱର! ସଦାପ୍ରଭୁ ହେଉଛନ୍ତି ଆମ୍ଭର ପରମେଶ୍ୱର। ଏବଂ ସଦାପ୍ରଭୁ ଜାଣନ୍ତି ଆମ୍ଭେ ଏପରି କାହିଁକି କଲୁ। ଆମ୍ଭେମାନେ ମଧ୍ୟ ତୁମ୍ଭକୁ ଜଣାଇ ଦେବାକୁ ଗ୍ଭହୁଁ। ଆମ୍ଭେମାନେ କ’ଣ କରିଛୁ ତୁମ୍ଭେମାନେ ବିଗ୍ଭର କର। ଯଦି ତୁମ୍ଭେ ଏହା ବିଶ୍ୱାସ କର କି ବିଗ୍ଭର କର ଆମ୍ଭେମାନେ କିଛି ଭୁଲ୍ କରିଛୁ, ତେବେ ତୁମ୍ଭେମାନେ ଆମ୍ଭକୁ ହତ୍ୟା କରିପାର।