Biblia Todo Logo
Bib sou entènèt

- Piblisite -




ଗୀତସଂହିତା 136:25 - ପବିତ୍ର ବାଇବଲ

25 ପରମେଶ୍ୱର ସମସ୍ତ ଜୀବିତ ପ୍ରାଣୀମାନଙ୍କ ନିମନ୍ତେ ଆହାର ଯୋଗାନ୍ତି। ତାହାଙ୍କର ସ୍ନେହପୂର୍ଣ୍ଣ କରୁଣା ଅନନ୍ତକାଳସ୍ଥାୟୀ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

25 ସବୁ ପ୍ରାଣୀକି ଆହାର ଦିଅନ୍ତି ସେନ୍ତ କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ।

Gade chapit la Kopi

ଓଡିଆ ବାଇବେଲ

25 ସବୁ ପ୍ରାଣୀକୁ ଆହାର ଦିଅନ୍ତି ସେ; କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

25 ସବୁ ପ୍ରାଣୀକୁ ଆହାର ଦିଅନ୍ତି ସେ; କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ।

Gade chapit la Kopi




ଗୀତସଂହିତା 136:25
4 Referans Kwoze  

ଏ ସମସ୍ତ ପ୍ରାଣୀ ତୁମ୍ଭ ଉପରେ ନିର୍ଭର କରନ୍ତି, ଯେପରିକି ଠିକ୍ ସମୟରେ ତୁମ୍ଭେ ସେମାନଙ୍କୁ ଖାଦ୍ୟ ପ୍ରଦାନ କରିବ,


ହେ ସଦାପ୍ରଭୁ, ସମସ୍ତ ସଜୀବ ପ୍ରାଣୀ ଖାଦ୍ୟ ପାଇଁ ତୁମ୍ଭକୁ ଅନାଇଥା’ନ୍ତି। କାରଣ ଉପଯୁକ୍ତ ସମୟରେ ତୁମ୍ଭେ ଆହାର ଯୋଗାଇ ଥାଅ।


ପରମେଶ୍ୱର ପଶୁମାନଙ୍କୁ ଆହାର ଦିଅନ୍ତି। ସେ ପକ୍ଷୀ ଶାବକମାନଙ୍କୁ ମଧ୍ୟ ଆହାର ଦିଅନ୍ତି, ଯାହା ପାଇଁ ସେମାନେ ଚିତ୍କାର କରନ୍ତି।


ଆଉ ତୁମ୍ଭେ ଆପଣାର ଓ ସେମାନଙ୍କର ଆହାର ନିମନ୍ତେ ସବୁପ୍ରକାର ଖାଦ୍ୟ ସାମଗ୍ରୀ ଆଣି ଆପଣା ନିକଟରେ ସଞ୍ଚୟ କରିବ।”


Swiv nou:

Piblisite


Piblisite