Biblia Todo Logo
Bib sou entènèt

- Piblisite -




ଗୀତସଂହିତା 136:4 - ପବିତ୍ର ବାଇବଲ

4 ଯେ ଆଶ୍ଚର୍ଯ୍ୟକାର୍ଯ୍ୟମାନ କରନ୍ତି, ତାହାଙ୍କର ପ୍ରଶଂସା କର। ତାଙ୍କ ସ୍ନେହପୂର୍ଣ୍ଣ କରୁଣା ଅନନ୍ତକାଳସ୍ଥାୟୀ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

4 ଯେ ମହତ୍ ମହତ୍ ଆଶ୍ଚର୍ଯ୍ୟକର୍ମ କରିବାରେ ଅଦ୍ଵିତୀୟ, ତାହାଙ୍କର (ଧନ୍ୟବାଦ କରନ୍ତ)ଣଗୀତ.୭୨:୧୮ କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ।

Gade chapit la Kopi

ଓଡିଆ ବାଇବେଲ

4 ଯେ ମହତ୍‍ ମହତ୍‍ ଆଶ୍ଚର୍ଯ୍ୟକର୍ମ କରିବାରେ ଅଦ୍ୱିତୀୟ, ତାହାଙ୍କର (ଧନ୍ୟବାଦ କର;) କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ଯେ ମହତ୍ ମହତ୍ ଆଶ୍ଚର୍ଯ୍ୟକର୍ମ କରିବାରେ ଅଦ୍ୱିତୀୟ, ତାହାଙ୍କର (ଧନ୍ୟବାଦ କର); କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ।

Gade chapit la Kopi




ଗୀତସଂହିତା 136:4
5 Referans Kwoze  

ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଅଟନ୍ତି। ଅନନ୍ତର ପରମେଶ୍ୱରଙ୍କର ଗୁଣଗାନ କର। କେବଳ ପରମେଶ୍ୱର ହିଁ ଏହିପରି ଆଶ୍ଚର୍ଯ୍ୟ କାର୍ଯ୍ୟମାନ କରି ପାରନ୍ତି।


ତୁମ୍ଭେ ମହାନ ଓ ଆଶ୍ଚର୍ଯ୍ୟ କର୍ମମାନ କର। ତୁମ୍ଭେ ହିଁ ଏକମାତ୍ର, ପରମେଶ୍ୱର ଅଟ।


ଲୋକେ ପରମେଶ୍ୱରଙ୍କ ଆଶ୍ଚର୍ଯ୍ୟକର୍ମକୁ ବୁଝିପାରନ୍ତି ନାହିଁ, କି ତାଙ୍କର ଅଲୌକିକ କାର୍ଯ୍ୟର ମଧ୍ୟ ଅନ୍ତ ନାହିଁ।


ସେମାନେ ପରମେଶ୍ୱରଙ୍କର ସେବକ ମୋଶାଙ୍କର ଓ ମେଷଶାବକଙ୍କର ଗୀତ ବୋଲୁଥିଲେ: “ହେ ସର୍ବଶକ୍ତିମାନ ପ୍ରଭୁ ପରମେଶ୍ୱର! ତୁମ୍ଭର କାର୍ଯ୍ୟଗୁଡ଼ିକ ମହାନ ଓ ଆଶ୍ଚର୍ଯ୍ୟପୂର୍ଣ୍ଣ ହେ ଜାତି ସମୂହର ରାଜା, ତୁମ୍ଭର ପଥଗୁଡ଼ିକ ନ୍ୟାୟସଙ୍ଗତ ଓ ସତ୍ୟ।


“ହେ ସଦାପ୍ରଭୁ, ତୁମ୍ଭ ତୁଲ୍ୟ ଆଉ କୌଣସି ଦେବତା ଅଛି କି? ନା, ତୁମ୍ଭ ପରି ଆଉ କେହି ନାହାନ୍ତି। ତୁମ୍ଭେ ପବିତ୍ର ଅଟ। ତୁମ୍ଭେ ଆଶ୍ଚର୍ଯ୍ୟ ଶକ୍ତିରେ ପରିପୂର୍ଣ୍ଣ, ତୁମ୍ଭେ ବଡ଼ ଅ‌ଦ୍‌ଭୂତ କାର୍ଯ୍ୟ କର!


Swiv nou:

Piblisite


Piblisite