Biblia Todo Logo
Bib sou entènèt

- Piblisite -




ଗୀତସଂହିତା 136:7 - ପବିତ୍ର ବାଇବଲ

7 ପରମେଶ୍ୱର ମହାନ ଜ୍ୟୋତିର୍ଗଣ ନିର୍ମାଣ କଲେ। ତାହାଙ୍କ ସ୍ନେହପୂର୍ଣ୍ଣ କରୁଣା ଅନନ୍ତକାଳସ୍ଥାୟୀ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

7 ଯେ ମହାଜ୍ୟୋତିର୍ଗଣ ନିର୍ମାଣ କଲେ, ତାହାଙ୍କର (ଧନ୍ୟବାଦ କରନ୍ତ) କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ।

Gade chapit la Kopi

ଓଡିଆ ବାଇବେଲ

7 ଯେ ମହାଜ୍ୟୋତିର୍ଗଣ ନିର୍ମାଣ କଲେ, ତାହାଙ୍କର (ଧନ୍ୟବାଦ କର;) କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ଯେ ମହାଜ୍ୟୋତିର୍ଗଣ ନିର୍ମାଣ କଲେ, ତାହାଙ୍କର (ଧନ୍ୟବାଦ କର); କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ।

Gade chapit la Kopi




ଗୀତସଂହିତା 136:7
4 Referans Kwoze  

ପରମେଶ୍ୱର ଋତୁ ନିରୂପଣ ନିମନ୍ତେ ଚନ୍ଦ୍ର ସୃଷ୍ଟି କରିଛନ୍ତି। ସୂର୍ଯ୍ୟ ଆପଣା ଅସ୍ତଗମନ ଜାଣେ।


ଏପରି ସାବଧାନ ହୁଅ, ଯେତେବେଳେ ତୁମ୍ଭେମାନେ ସୂର୍ଯ୍ୟ, ଚନ୍ଦ୍ର, ତାରାଗଣକୁ ଆକାଶରେ ଦେଖ। ତୁମ୍ଭେମାନେ ସେମାନଙ୍କୁ ବିମୋହିତ ହୋଇ ପ୍ରଣାମ କରିବା ଓ ସେବା କରିବା ଉଚିତ୍ ନୁହେଁ। ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅନ୍ୟ ସମସ୍ତ ଜାତିଗଣ ଏହିସବୁ କରିବାକୁ ରଖିଛନ୍ତି।


Swiv nou:

Piblisite


Piblisite